ଭୁବନେଶ୍ୱର,୨୦।୫: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଏକ ଅଭିନବ ସେବା ‘ମିସ୍ଡ କଲ୍ରେ ନୂତନ ବିଦ୍ୟୁତ୍ ସଂଯୋଗ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଦିଆଯାଇଥିବା ଦେୟମୁକ୍ତ ନମ୍ବର ୧୮୦୦-୩୪୫-୭୧୨୨,୧୯୧୨ରେ କଲ୍ କରିପାରିବେ କିମ୍ବା ୮୦୯୩୦୦୯୯୯୦ରେ ମିସ୍ଡ କଲ୍ ନଚେତ୍ ୮୦୯୩୦୦୯୯୯୦କୁ ମେସେଜ୍ ପଠାଇପାରିବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ବିଶେଷକରି ସ୍ବଚ୍ଛତାରେ ଉନ୍ନତି ଆଣିବା ଓ ଗ୍ରାହକଙ୍କ ସୁବିଧାକୁ ନିଶ୍ଚିତ କରିବା ଲାଗି କମ୍ପାନୀ ଏଭଳି ଏକ ସେବାର ଶୁଭାରମ୍ଭ କରିଛି। ଏହାକୁ ହାସଲ କରିବା ଲାଗି ଗ୍ରାହକଙ୍କୁ କେତେକ ସରଳ ପଦ୍ଧତି ଅବଲମ୍ବନ କରିବାକୁ ହେବ। ଏ ସମ୍ପର୍କରେ ଟିପିସିଓଡିଏଲ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏମ୍.ସେନ୍ବାଗମ କହିଛନ୍ତି, ଆମେ ସର୍ବଦା ଗ୍ରାହକଙ୍କ ସୁବିଧାକୁ ଅଗ୍ରାଧିକାର ଦେଉଛି ଏବଂ ସହଜ ସୋପାନକୁ ଅନୁସରଣ କରି ସ୍ବଚ୍ଛତାକୁ ସୁଦୃଢ଼ କରୁଛୁ। ଏପରିକି ଆମ ସହିତ ଯୋଡ଼ି ହେବା ପ୍ରକ୍ରିୟାକୁ ମଧ୍ୟ ଗ୍ରାହକମାନଙ୍କ ନିମନ୍ତେ ସହଜ ଓ ଅଧିକ ସ୍ବଚ୍ଛ କରିବା ଲାଗି ଏଭଳି ଏକ ପ୍ରକ୍ରିୟାକୁ ସରଳ ଭାବେ ପ୍ରସ୍ତୁତ କରାଯାଇଛି। ସେହିଭଳି ଗ୍ରାହକମାନଙ୍କୁ ଶ୍ରେଷ୍ଠ ସମ୍ଭବ ଅନୁଭବ ପ୍ରଦାନ କରିବା ଲାଗି ଆମେ ପ୍ରତିବଦ୍ଧ ରହିଛୁ ଏବଂ ଏହି ନୂଆ ପ୍ରକ୍ରିୟା ମଧ୍ୟସ୍ଥଙ୍କ ଆବଶ୍ୟକତା ଦୂରକରିବ ଓ ଆମ ସହ ସିଧାସଳଖ ଗ୍ରାହକମାନେ ଯୋଡ଼ି ହୋଇପାରିବ ବୋଲି ସେନ୍ବାଗମ ମତପ୍ରକାଶ କରିଛନ୍ତି।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
Archives


