ଶାଙ୍ଘାଇ,୨୦ା୫(ପି.ଟି.): ଚଳିତ ତୀରନ୍ଦାଜୀ ବିଶ୍ୱକପ୍ ଷ୍ଟେଜ୍-୨ରେ ଭାରତର କମ୍ପାଉଣ୍ଡ ତୀରନ୍ଦାଜୀ ଦଳ ପଦକ ପକ୍କା କରିଥିବା ବେଳେ ରିକର୍ଭ ଦଳର ପ୍ରଦର୍ଶନ ନୈରାଶ୍ୟଜନ ରହିଛି। ନୂଆ ଯୋଡ଼ି ଓଜାସ ଜ୍ୟୋତି ଓ ଜ୍ୟୋତି ଭେନମ ପ୍ରତିଦ୍ୱନ୍ଦ୍ୱୀ ଇଟାଲୀ ଟିମ୍କୁ ୧୫୭-୧୫୭(୧୯*-୧୯)ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହିତ ସେମାନେ କ୍ରମାଗତ ଦ୍ୱିତୀୟ ଥର ସ୍ବର୍ଣ୍ଣ ଜିତିବା ଲକ୍ଷ୍ୟରେ ରହିଛନ୍ତି। ୬ଷ୍ଠ ସିଡ୍ ଭାରତୀୟ ଯୋଡ଼ି ଶନିବାର ଫାଇନାଲରେ ଟପ୍ ସିଡ୍ କୋରିଆକୁ ଭେଟିବ। ଏଠାରେ ୬ଷ୍ଠ ସିଡ୍ ଓଜାସ୍ ଓ ଜ୍ୟୋତି ଗତ ମାସରେ ଆଣ୍ଟାଲ୍ୟାଠାରେ ଅନୁଷ୍ଠିତ ଏହି ଇଭେଣ୍ଟ ଜିତି ପ୍ରଥମ ଥର ସ୍ବର୍ଣ୍ଣ ପଦକ ପାଇଥିଲେ। ଭାରତର ଏହି ଯୋଡ଼ି ପ୍ରଥମେ ପ୍ରିକ୍ୱାର୍ଟରରେ ବାଂଲାଦେଶ ବିପକ୍ଷରେ ୧୫୮-୧୫୧ରେ ବିଜୟ ଲାଭ କରିଥିଲା। ପରେ ତୁର୍କୀ ବିପକ୍ଷରେ୧୫୭-୧୫୬ରେ ବିଜୟ ଲାଭ କରିଥିଲେ। ଅଲିମ୍ପିକ କାଟେଗୋରିରେ ରିକର୍ଭ ଯୋଡ଼ି ଧୀରଜ ବୋମାଦେବୋରା ଓ ସିମରନଜିତ୍ କୌର ଇଣ୍ଡୋନେସିଆଠାରୁ ପରାଜିତ ହୋଇଛନ୍ତି।
ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା
ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...
କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…
ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...
ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା
ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...
ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…
ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ
ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...
Archives


