Posted inଖେଳ

ଦିଲ୍ଲୀ, ଚଣ୍ଡିଗଡ଼, ଅରୁଣାଚଳ ବିଜୟୀ

ରାଉରକେଲା ଅଫିସ,୨୦।୫: ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ହକି ୨ଷ୍ଟାଡିୟମରେ ଚାଲିଥିବା ୧୩ତମ ହକି ଇଣ୍ଡିଆ ପୁରୁଷ ସବ୍‌ଜୁନିୟର ଜାତୀୟ ଚାମ୍ପିୟନଶିପ୍‌ ୨୦୨୩ରେ ଦିଲ୍ଲୀ ହକି, ହକି ଚଣ୍ଡିଗଡ଼ ଓ ହକି ଅରୁଣାଚଳ ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ଶୁକ୍ରବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଦିଲ୍ଲୀ ହକି ୫-୨ ଗୋଲ୍‌ରେ ଆସାମ ହକିକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଆଫ୍ରିଦୀ (୮ମ,୧୧ତମ, ୨୬ତମ ଓ ୩୪ତମ) ବ୍ୟକ୍ତିଗତ ୪ଟି ଗୋଲ ସ୍କୋର କରିଥିବା ବେଳେ ଅନ୍ୟ ଗୋଲଟିକୁ ଆର୍ଯ୍ୟନ ଦେଇଥିଲେ। ପରାଜିତ ଆସାମ ହକି ଦଳ ତରଫରୁ ରିତି ପଟିର (୨୩ତମ) ଓ ରୋହତ ଯାଦବ (୪୦) ଗୋଟିଏ ଲେଖାଏଁ ଗୋଲ୍‌ ଦେଇଥିଲେ। ଦିନର ଦ୍ୱିତୀୟ ଗେମ୍‌ରେ ହକି ଚଣ୍ଡିଗଡ଼ ୧୯-୦ ଗୋଲରେ ହକି ରାଜସ୍ଥାନକୁ ହରାଇ ଦେଇଛି। ଏହି ଏକତରଫା ମ୍ୟାଚରେ ବିଜୟୀ ଦଳର ଗୁରଜିତ ସିଂ ୯ଟି ଗୋଲ୍‌ ସ୍କୋର କରିଥିବା ବେଳେ ପ୍ରଭଜୋତ ସିଂ ସଇନି ୩ଟି ଗୋଲ ସ୍କୋର କରିଛନ୍ତି। ପଙ୍କଜ ଶର୍ମା ଓ ଗୁରଜିତ ସିଂ ଦୁଇଟି ଲେଖାଏଁ ଏବଂ ସୁଖପ୍ରୀତ ସିଂ, ସୁଖମନପ୍ରୀତ ସିଂ ଏବଂ ସୁରଜ କୁମାର ସା’ ଗୋଟିଏ ଲେଖାଏଁ ଗୋଲ୍‌ ଦେଇଥିଲେ। ଶୁକ୍ରବାର ଅନୁଷ୍ଠିତ ତୃତୀୟ ମ୍ୟାଚରେ ହକି ଅରୁଣାଚଳ ୧୩-୦ ଗୋଲ୍‌ରେ ହକି ଗୁଜରାଟକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri