Posted inଜାତୀୟ

୨୨ ପାକିସ୍ତାନୀ କଏଦୀଙ୍କୁ ମୁକ୍ତ କଲା ଭାରତ

ନୂଆଦିଲ୍ଲୀ,୨୦।୫: ଭାରତ ସରକାର ୨୨ଜଣ ପାକିସ୍ତାନୀ କଏଦୀଙ୍କୁ ଜେଲଦଣ୍ଡ ଶେଷ ହେବା ପରେ ଶୁକ୍ରବାର ମୁକ୍ତ କରିଛନ୍ତି। ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ଅଟ୍ଟାରୀ-ବାଘା ସୀମାରେ ଥିବା ସଂଯୁକ୍ତ ଚେକ୍‌ ପୋଷ୍ଟ(ଜେସିପି)ରେ କଏଦୀଙ୍କୁ ପାକିସ୍ଥାନୀ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ପାକିସ୍ତାନୀ ହାଇ କମିଶନରଙ୍କ ଦ୍ୱାରା ଜରୁରୀକାଳୀନ ଯାତ୍ରା ପ୍ରମାଣ ପତ୍ର ଆଧାରରେ ସେମାନଙ୍କୁ ପାକିସ୍ତାନୀ ପଠାଯାଇଛି।

ତେବେ ଏହା ପୂର୍ବରୁ ପାକିସ୍ତାନୀ ବନ୍ଦୀ କରିଥିବା ଭାରତୀୟ ମତ୍ସଜୀବୀଙ୍କୁ ମୁକ୍ତ କରିଛି। ପାକିସ୍ତାନୀ ମଲିର ଜେଲ୍‌ରୁ ୧୯୮ଭାରତୀୟ ମତ୍ସଜୀବୀଙ୍କୁ ମୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତ ମିଳାଇବାକୁ ଅଫର ଦେଲେ ମୋଦି, ଜବାବରେ ଶରଦ ପାଓ୍ବାର କହିଲେ…

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏନସିପି (ଏସପି) ନେତା ଶରଦ ପାୱାର ଦେଇଥିବା ବୟାନକୁ ଟାର୍ଗେଟ କରି ତାଙ୍କୁ ଭାଜପା ସହ ହାତ ମିଳାଇବାକୁ...

ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୧୧ା୫(ପି.ଟି.): ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତିହାର ଜେଲରୁ ମୁକୁଳିଛନ୍ତି। ସେ ଭଗବାନ ହନୁମାନଙ୍କୁ...

ଭୋଟିଂ ତଥ୍ୟ ୪୮ ଘଣ୍ଟାରେ ପ୍ରକାଶ କରାଯାଉ

ନୂଆଦିଲ୍ଲୀ,୧୧ା୫(ପି.ଟି.): ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ପ୍ରତି ପର୍ଯ୍ୟାୟ ଭୋଟିଂ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ବୁଥ୍‌ଓ୍ବାରି ମତଦାନ ହାର ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ...

୨୮ ହଜାର ମୋବାଇଲରେ ୨୦ ଲକ୍ଷ ନମ୍ବର

ନୂଆଦିଲ୍ଲୀ,୧୧ା୫: ସାଇବର ଅପରାଧରେ ବ୍ୟବହୃତ ହେଉଥିବା ୨୮,୨୦୦ ମୋବାଇଲ ଫୋନ୍‌କୁ ବ୍ଲକ୍‌ କରିବା ପାଇଁ କେନ୍ଦ୍ର ସରକାର ଶୁକ୍ରବାର ଟେଲିକମ୍‌ ଅପରେଟରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି...

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ...

କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ...

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ...

ବ୍ରିଜଭୂଷଣ ସିଂହଙ୍କୁ ଝଟ୍‌କା, ଚାର୍ଜଫ୍ରେମ କଲେ କୋର୍ଟ

ନୂଆଦିଲ୍ଲୀ,୧୦।୫: ବଢିଲା ବିଜେପି ଭାଜପା ଏମପି ତଥା କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ଅଡୁଆ। ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦିଲ୍ଲୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri