କେନ୍ଦ୍ର ଜଳଶକ୍ତି ମିଶନ ସଚିବଙ୍କ ମେଗା ପାନୀୟ ଜଳ ପ୍ରକଳ୍ପ ପରିଦର୍ଶନ

ଗଞ୍ଜାମ,୨୦ା୫(ଡି.ଏନ୍‌.ଏ.): କେନ୍ଦ୍ର ଜଳଶକ୍ତି ମିଶନ ସଚିବ ଭିନୀ ମହାଜନ ଗଞ୍ଜାମ ଜିଲା ଗସ୍ତରେ ଆସି ଗଞ୍ଜାମ ବ୍ଲକ ଓ କୃଷ୍ଣ ପ୍ରସାଦ ବ୍ଲକରେ ନିର୍ମାଣ ହେଉଥିବା କଂସାରୀଗଣ୍ଡ ମେଗା ପାନୀୟ ଜଳ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। କେନ୍ଦ୍ର ସଚିବଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଜି ପରମେଶ୍ୱର, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ କୀର୍ତ୍ତିଭାସାନ, ବିଡିଓ ଜସ୍ମିନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ପରେ ଉକ୍ତ ମଲାଡ଼ ପଞ୍ଚାୟତ ପଣିବନ୍ଧଠାରେ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଯାଇ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା କିପରି ପରିଚାଳନା କରାଯାଉଛି ପଚାରି ବୁଝିଥିଲେ କେନ୍ଦ୍ର ଜଳ ଶକ୍ତି ମିଶନ ସଚିବl କେନ୍ଦ୍ର ସଚିବଙ୍କ ଏହି ଗସ୍ତ ସମୟରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ମଲାଡ଼ ପଞ୍ଚାୟତ ସରପଞ୍ଚ ମମତା ବେହେରା, ନିର୍ବାହୀ ଯନ୍ତ୍ରୀ ବିକାଶ ସାମଲ,ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ଶରତ ଚନ୍ଦ୍ର ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପ୍ରଧାନ, ସୁଦାମ ବେହେରା, ଜିଲା ବିଜେଡି ଛାତ୍ର ଉପସଭାପତି ଲିଙ୍ଗରାଜ ମହାପାତ୍ର, ବ୍ଲକ ସହକାରୀ ଯନ୍ତ୍ରୀ ଦିଗାମ୍ବର ନାୟକ, ଗ୍ରାମପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଶ୍ରୀକାନ୍ତ ଗୌଡ଼, କନିଷ୍ଠ ଯନ୍ତ୍ରୀ ପ୍ରଦୀପ ମଲିକଙ୍କ ସମେତ ସମସ୍ତ ସ୍ବୟଂସହାୟକ ମହିଳା ଗୋଷ୍ଠୀ ଉପସ୍ଥିତ ଥିଲେ। ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ପରେ କେନ୍ଦ୍ର ସଚିବ ଖୁସିବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri