Posted inଜାତୀୟ

ଜଗଦୀଶ ଟାଇଟଲରଙ୍କ ବିରୋଧରେ ସିବିଆଇ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୧ା୫: ୧୯୮୪ ମସିହା ଶିଖ୍‌ ବିରୋଧୀ ଦଙ୍ଗା ସହ ଜଡ଼ିତ ପୁଲ ବଙ୍ଗାଶ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର କଂଗ୍ରେସ ନେତା ଜଗଦୀଶ ଟାଇଟଲରଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦୀରା ଗାନ୍ଧୀଙ୍କ ହତ୍ୟା ପରଦିନ ୧୯୮୪ ନଭେମ୍ବର ୧ ତାରିଖରେ ପୁଲ ବଙ୍ଗାଶରେ ଥିବା ଏକ ଗୁରୁଦ୍ୱାରାରେ ଦଙ୍ଗାକାରୀମାନେ ନିଆଁ ଲଗାଇ ଦେଇଥିବାବେଳେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ହିଂସାକାଣ୍ଡ ଘଟାଇବା ଲାଗି ଜଗଦୀଶ ଦଙ୍ଗାକାରୀଙ୍କୁ ପ୍ରବର୍ତ୍ତାଇଥିବା ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ମୁସଲମାନ ଦେଶରେ ବିକ୍ରି ହେଉଛି ଭାରତୀୟଙ୍କ ଅଙ୍ଗ, ଧନୀ ଲୋକଙ୍କର ହେଉଛି କିଡନୀ ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୧୨: କେରଳରେ ପଞ୍ଜିକୃତ ଏକ ମାମଲାର ତଦନ୍ତ କରିବା ସମୟରେ, ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଜାଣିବାକୁ ପାଇଛି ଯେ ବେଆଇନ ଅଙ୍ଗଦାନରେ ଜଡିତ ଏକ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ...

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...

ଏହି ଦେଶରେ ବଢ଼ିବ ମୁସଲମାନଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ହେବ ବଡ଼ ପରିବର୍ତ୍ତନ

ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...

‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର

ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ...

ୟୁନୁସ ସରକାରଙ୍କୁ ପାନେ ଦେବ ଭାରତ: ନେଲା ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୧୮।୧୨: ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri