ଓଡ଼ିଶା ଇଣ୍ଡଷ୍ଟ୍ରିଜ୍‌ ଆସୋସିଏଶନର ଦିନିକିଆ କର୍ମଶାଳା

କଟକ,୨୧।୫:  ଓଡ଼ିଶା ଇଣ୍ଡଷ୍ଟ୍ରିଜ୍‌ ଆସୋସିଏଶନ (ଓଆଇଏ) ପକ୍ଷରୁ ଏକ ଦିନିକିଆ କର୍ମଶାଳା କଟକର ଜଗତପୁରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ରାଜ୍ୟରେ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ର ସ୍ଥିତି ସଂକ୍ରାନ୍ତୀୟ ଏକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ଓଆଇଏର ସଭାପତି ସୁଶାନ୍ତ କୁମାର ପଣ୍ଡା ଉକ୍ତ କର୍ମଶାଳାରେ ଅଧ୍ୟକ୍ଷତା କରିଥିଲା ବେଳେ ଓଆଇଏର ଅଧ୍ୟକ୍ଷ ଅବନୀ କାନ୍‌ନୁଗୋ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ସେହିପରି ଓଆଇଏର ବରିଷ୍ଠ ସଦସ୍ୟ ରାଜେଶ କାନୁନ୍‌ଗୋ, ବିନୋଦ ଭୂତ, ଭବାନୀ ପଣ୍ଡିତ, ଦେବେନ ରାୟ, କିଶୋର ମହାନ୍ତି ଏବଂ ମାନସ ପ୍ରମୁଖ ଯୋଗଦେଇ ଇଣ୍ଡଷ୍ଟ୍ରିଜ୍‌ର ବିଭିନ୍ନ ସମସ୍ୟା ସଂକ୍ରାନ୍ତରେ ପ୍ରମୁଖ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଅବସରରେ ଓଆଇଏର ସାଧାରଣ ସମ୍ପାଦକ ଗୌରଗୋପାଳ ସେନ ପ୍ରମୁଖ ସଚିବଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରିଶେଷର ଓଆଇଏର ସଙ୍ଗଠନ ସମ୍ପାଦକ ସଞ୍ଜୟ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କର୍ମଶାଳାରେ ଓଆଇଏର ସମସ୍ତ ସଦସ୍ୟଙ୍କ ସମେତ ୨୦ ଏସ୍‌ଏଚ୍‌ଜିର ମୁଖ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri