ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ଗରମ ହେଉଛି। ଅସହ୍ୟ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଶଙ୍କା କରାଯାଇଛି। ରବିବାର ସମ୍ବଲପୁରରେ ତାପମାତ୍ରା ୪୩ ଡିଗ୍ରୀରେ ପହଞ୍ଚି ସର୍ବାଧିକ ଉତ୍ତପ୍ତ ସହର ହୋଇଛି।

ସେହିପରି ଝାରସୁଗୁଡାରେ ୪୦.୪ ଡିଗ୍ରୀ, ଚାନ୍ଦବାଲିରେ ୪୦ ଡିଗ୍ରୀ, ଭୁବନେଶ୍ୱରରେ ୩୮.୮ ଡିଗ୍ରୀ, ବାଲେଶ୍ୱରରେ ୩୫.୮ ଡିଗ୍ରୀ, କେନ୍ଦୁଝରରେ ୩୫.୪ ଡିଗ୍ରୀ, ପୁରୀରେ ୩୪ ଡିଗ୍ରୀ, ପାରାଦୀପରେ ୩୩.୪ ଡିଗ୍ରୀ ତାପମାତ୍ରା ଥିବା ବେଳେ ଗୋପାଳପୁରରେ ୩୩.୨ ଡିଗ୍ରୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…

ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ...

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri