ଓଡ଼ିଶା: ଆଜିର ଫଟୋ (ମେ ୨୨, ୨୦୨୩)

ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ନୂଆ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଏବଂ ସାରଦା ପ୍ରସାଦ ନାୟକ

୩ଜଣ ନୂଆ କ୍ୟାବିନେଟ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଚାଲିଥିବା ବେଳେ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ସମ୍ମୁଖ ରାସ୍ତାରେ ଟ୍ରାଫିକ ଜାମ

 

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୩ଜଣ ନୂଆ କ୍ୟାବିନେଟ ମନ୍ତ୍ରୀ

 

ପ୍ରବଳ ଖରା ଯୋଗୁଁ ଭୁବନେଶ୍ୱର ରାସ୍ତାରେ ଛତା ଧରି ଯାଉଛନ୍ତି ଯୁବତୀ

 

ଓଡିଶାରୁ ୨୦ଜଣ ମହାକାଶ ଗବେଷଣା ଲାଗି ଇସ୍ରୋ ଯିବାକୁ ମନୋନୀତ ହୋଇଥିବାରୁ ଭୁବନେଶ୍ୱର ସ୍ଥିତ ପଠାଣି ସାମନ୍ତ ପ୍ଲାନେଟୋରିଅମ ପରିସରରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

 

ଅଗ୍ନିଶମ ବିଭାଗ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଷଡ଼ଙ୍ଗୀ

 

କଟକ ସ୍ଥିତ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ପ୍ରଫେସରମାନଙ୍କ ଗହଣରେ ଶୁନ୍ୟ ଛାୟା ଦିବସ ସମ୍ପର୍କରେ ଅବଗତ ହେଛି ଛାତ୍ରୀଛାତ୍ର


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧୯ ଡିସେମ୍ବର, ୨୦୨୫ )

ଶୁକ୍ରବାର ଭଞ୍ଜକଳା ମଣ୍ଡପରେ ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଜାତୀୟ ପୂପେଟ ଉତ୍ସବର ସମାପନ ଦିନ ପରିଚାଳିତ ହୋଇଥିଲା ଶୁକ୍ରବାର...

ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

ଧରିତ୍ରୀର ୫୨ତମ ଜନ୍ମ ଦିବସ ସମାରୋହ ପାଳିତ

ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲିଭୋଗ ନୀତି         ବାଣୀବିହାରରେ ଉତ୍ତେଜନା, ପୋଲିସ ମୁତୟନ, ପିଲାମାନେ ନ୍ୟାୟ ପାଇଁ ଗେଟ ଆଗରେ...

ଓଡ଼ିଶା: ଆଜିର ଫଟୋ (୧୪ ଡିସେମ୍ବର, ୨୦୨୫ )

ନାୟୀକା, ବାଲେଶ୍ୱରର କଳାକାର ରବିନ୍ଦ୍ର ମଣ୍ଡପରେ ‘ନାଟ୍ୟଧାରା’ ଆୟୋଜିତ ରବିବାର ଦିନ ‘ଭକ୍ତ ଝୋଲିଆ’ ନାଟକରେ ଅଭିନୟ ପ୍ରଦର୍ଶନ କରିଥିଲେ।

ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଶ୍ୱେତପଦ୍ମ ପକ୍ଷରୁ ନାଟକ ‘ନାଗ ବଂଶମ’ ପରିବେଷଣ       ଓଡ଼ିଶା ହାଇକୋର୍ଟରେ ଅନୁଷ୍ଠିତ ୪ର୍ଥ ଜାତୀୟ ଲୋକ ଅଦାଲତ

ଓଡ଼ିଶା: ଆଜିର ଫଟୋ ( ୧୨ ଡିସେମ୍ବର, ୨୦୨୫ )

୧୬ତମ ଭାରତ ମୁନି ମହୋତ୍ସବ କାଲିଙ୍ଗାୟନ ତୌର୍ୟତ୍ରିକମ୍ ଦ୍ୱାରା GKCMରେ ଶୁକ୍ରବାର ଆୟୋଜିତ ହୋଇଛି ପୁରୀ ବେଳାଭୂମିରେ ବେଲ୍ ଅନୁଷ୍ଠାନ ପକ୍ଷରୁ ମହୋଦଧି ଦିବସ ପାଳନ...

ଓଡ଼ିଶା: ଆଜିର ଫଟୋ (୧୨ ଡିସେମ୍ବର, ୨୦୨୫ )

ଜିକେସିଏମରେ ଆୟୋଜିତ ୧୬ତମ ଭାରତ ମୁନି ଉତ୍ସବରେ ଅଂଶଗ୍ରହଣକାରୀମାନେ ନୃତ୍ୟ ପ୍ରଦର୍ଶନ

ଓଡ଼ିଶା: ଆଜିର ଫଟୋ ( ୧୦ ଡିସେମ୍ବର, ୨୦୨୫ )

ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ହାସଲ କରିବାର ଗୋଟିଏ ଦିନ ପରେ, ଟିମ୍ ଇଣ୍ଡିଆ ଆଜି ଭୁବନେଶ୍ୱର ଛାଡିଛି      ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri