ଭୁବନେଶ୍ୱର, ୨୪।୫ (କ୍ରୀଡ଼ା ପ୍ରତିନିଧି): କଳାହାଣ୍ଡି କପ୍ କ୍ରିକେଟ ଟୁର୍ନାମେଣ୍ଟର ୨ ଦିନିଆ ସୁପରଲିଗ୍ ବୁଧବାରଠାରୁ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହେବ। ଏଥିରେ ଭାଗ ନେବାକୁ ଯାଉଥିବା ୧୦ ଦଳକୁ ୨ଟି ଗ୍ରୁପ୍ରେ ବିଭକ୍ତ କରାଯାଇଛି। ଗ୍ରୁପ୍ ‘ଏ’ରେ ଇକୋର୍ସା, କଟକ-ଏ, ସମ୍ବଲପୁର, ରେଷ୍ଟ ଅଫ୍ ଓଡ଼ିଶା-ଏ ଓ ରେଷ୍ଟ ଅଫ୍ ଓଡ଼ିଶା-ସି ସ୍ଥାନ ପାଇଛି। ସେହିପରି ଗ୍ରୁପ୍ ‘ବି’ରେ ଭୁବନେଶ୍ୱର-ଏ, ଝାରସୁଗୁଡ଼ା, ଢେଙ୍କାନାଳ, ରେଷ୍ଟ ଅଫ୍ ଓଡ଼ିଶା-ବି ଓ ରେଷ୍ଟ ଅଫ୍ ଓଡ଼ିଶା-ଡି ରହିଛି। ୨୪ ଓ ୨୫ ତାରିଖରେ ହେବାକୁଥିବା ମ୍ୟାଚରେ ଇକୋର୍ସା-କଟକ ‘ଏ’ (ଡ୍ରିମ୍ସ), ସମ୍ବଲପୁର-ରେଷ୍ଟ ଅଫ୍ ଓଡ଼ିଶା ‘ଏ’ (ରେଭେନ୍ସା ଗ୍ରାଉଣ୍ଡ) ଓ ଭୁବନେଶ୍ୱର ‘ଏ’-ଝାରସୁଗୁଡ଼ା (ସନ୍ସାଇନ୍ ଗ୍ରାଉଣ୍ଡ) ପରସ୍ପରକୁ ଭେଟିବେ।
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…
ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...
ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍ ପରୀକ୍ଷା
ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...
ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI
ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
Archives


