ବଜ୍ରପାତରେ ଜଳିଗଲା ଘର, ଜଣଙ୍କର ମୃତ୍ୟୁ

ଚାନ୍ଦବାଲି,୨୪ା୫(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ହୋଇଥିବା ଅଦିନିଆ କାଳବୈଶାଖୀରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଜଳେଶ୍ବରପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗାଁ ଇଛାପୁର ଗ୍ରାମର କାଳନ୍ଦୀ ମହାନ୍ତିଙ୍କ ପୁଅ ଅଜୟ(୩୯) ପାଖ ବିଲରୁ ଚାଷକାର୍ଯ୍ୟ ସାରି ଫେରୁଥିବା ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ନୂଆଗାଁ ଇଚ୍ଛାପୁର ଗ୍ରାମର ପାର୍ବତୀ ଦାସଙ୍କ ଘରେ ବଜ୍ରପାତ ଯୋଗୁ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ତେବେ ବଜ୍ରପାତରେ ତାଙ୍କର ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିଯିବା ସହିତ ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଆସବାବପତ୍ର ମଧ୍ୟ ଜଳି ଯାଇଥିବା ଜଣାପଡ଼ିଛି। ତେବେ ତୁରନ୍ତ କ୍ଷତିଗ୍ରସ୍ତ ଦୁଇ ପରିବାରଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri