ପୁଣି ଭାଙ୍ଗିଲା ୫-ଟି ସ୍କୁଲ ପାଚେରି

ନରସିଂହପୁର,୨୫ା୫(ସ୍ବ.ପ୍ର.): ନରସିଂହପୁର ସଦର ମହକୁମାରେ ଥିବା ସର୍ବପୁରାତନ ଅନନ୍ତ ନାରାୟଣ ଉଚ୍ଚ ବିଦ୍ୟାଳୟ ୫-ଟି ରୂପାନ୍ତରିତ କରାଯାଇଛି। ସାମାନ୍ୟ ବର୍ଷାରେ ସ୍କୁଲର ସମ୍ମୁଖ ଭାଗ ୩୦ ମିଟର ଲମ୍ବା ପାଚେରି ବୁଧବାର ଭୁଶୁଡ଼ି ପଡ଼ିଛି। ଦୀର୍ଘବର୍ଷର ପୁରୁଣା ପାଚେରିରେ ଠିକାଦାର ରଙ୍ଗ ବୋଳି ଥିବାରୁ ଏଭଳି ଅଭାବନୀୟ ଘଟଣା ଘଟିଛି। ୨ ବର୍ଷ ମଧ୍ୟରେ ଏହି ସ୍କୁଲ ୫-ଟି ରୂପାନ୍ତରିତ ହୋଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ହେବାର କିଛି ମାସ ପରେ ପ୍ରଥମେ ଅଳ୍ପ ପାଚେରି ଭୁଶୁଡ଼ି ପଡ଼ିଥିଲା। ବର୍ଷାଦିନେ ଛାତରୁ ପାଣି ଗଳି କମ୍ପ୍ୟୁଟର ସମେତ ବହୁ ଜିନିଷ, ନଥିପତ୍ର ନଷ୍ଟ ହେବା ସହ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢ଼ିବା ଘଟଣା ଦେଖିବାକୁ ମିଳିଥିଲା। ବିଦ୍ୟାଳୟଟିର କାମ ନିମ୍ନମାନର କରାଯାଇଥିବା ଚର୍ଚ୍ଚା ସାଧାରଣରୁ ଲିଭି ନ ଥିବା ବେଳେ ଏବେ ରଙ୍ଗ ବୋଳା ପୁରୁଣା ପାଚେରି ଭୁଶୁଡ଼ି ପଡ଼ିବା ଚର୍ଚ୍ଚାର ବିଷୟ ପାଲଟିଛି। ପାଚେରି ଭୁଶୁଡ଼ିବା ସମ୍ପର୍କରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ଥାନୀୟ ବିଡିଓ ନୀଳମାଧବ ସୁନା ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri