Odisha Elections 2024

୬ ରାଜସ୍ବ କର୍ମଚାରୀ ନିଲମ୍ବିତ

ନୟାଗଡ଼ ଅଫିସ,୨୫ା୫: ନୟାଗଡ଼ ଜିଲା ରଣପୁର ତହସିଲ ମୟୂରଝାଲିଆ ବେଆଇନ ଖଣି ଖନନ ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ନୟାଗଡ଼ ଜିଲାପାଳ ରବୀନ୍ଦ୍ର ନାଥ ସାହୁ ଗୁରୁବାର ୬ ଜଣ ରାଜସ୍ବ ବିଭାଗର କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି। ଖଣ୍ଡପଡ଼ା ତହସିଲରେ କାର୍ଯ୍ୟରତ ସେକ୍ସନ ଅଫିସର ଏମ୍‌ଡି ସୁଲତାନ ହକ୍‌ଙ୍କୁ ନିଲମ୍ବନ କରାଯାଇଥିବା ବେଳେ ରଣପୁର ତହସିଲର ଆରଆଇ ପ୍ରଶାନ୍ତ କୁମାର ନାୟକ, ପ୍ରଶାନ୍ତ କୁମାର ପ୍ରଧାନ, ଭାପୁର ତହସିଲରେ କାର୍ଯ୍ୟରତ କନିଷ୍ଠ ରାଜସ୍ବ ସହାୟକ ଅରୁଣ କୁମାର ସେଠୀଙ୍କୁ ନିଲମ୍ବନ କରାଯାଇଛି। ସେହିପରି ରଣପୁର ତହସିଲର ରାଜସ୍ବ ସୁପର ଭାଇଜର ପ୍ରମୋଦ କୁମାର ବେହେରା ଓ ସେକ୍ସନ ଅଫିସର ଚନ୍ଦ୍ରଶେଖର ନନ୍ଦଙ୍କୁ ଅନୁରୂପ ଭାବେ ନିଲମ୍ବନ କରାଯାଇଛି। ଏନ୍‌ଜିଟି ନିର୍ଦ୍ଦେଶରେ ଏମାନଙ୍କ ନାମରେ ଚାନ୍ଦପୁର ଥାନାରେ ଫୌଜଦାରି ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର

ଭୁବନେଶ୍ୱର,୨୩।୫: ଭାଜପାରେ ସାମିଲ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର। ଭାଜପାରେ ମିଶୁମିଶୁ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର କରିଛନ୍ତି। ଗୋଶାଳା...

ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ଅଭିମନ୍ୟୁ

ହାଟଡିହୀ,୨୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କଳିଙ୍ଗା ଏବଂ ପନ୍ଦାଡୋ ପଞ୍ଚାୟତରେ ଗୁରୁବାର ନିର୍ବାଚନୀ ପ୍ରଚାର ହୋଇଛି। ଯୁବ...

ମେଡିକାଲ ଖର୍ଚ୍ଚ ଦେବାକୁ ଯାଉଥିବା ବେଳେ ଧରିଲା ଫ୍ଲାଇଂ ସ୍କ୍ୱାଡ 

ହାଟଡିହୀ,୨୩l୫(ଶୁଭକାନ୍ତ ନାୟକ): ମେ’ ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ l ଫଳରେ ନିର୍ବାଚନୀ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି l ସୂଚନାନୁସାରେ, ଗୁରୁବାର...

୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଜାଣନ୍ତୁ କେଉଁଠି ଛୁଇଁବ ଉପକୂଳ

ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ...

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’

ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ...

କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଗଣିଆନାଳ ଗଣେଶ୍ୱରପୁର ଗ୍ରାମର ନାରାୟଣ ସାହୁଙ୍କ ଘର ବାଡ଼ିରେ ଥିବା କୂଅ ସଫା...

ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର...

ବିଜେଡିରେ ରହିବେ ଜ୍ୟୋତି ପାଣିଗ୍ରାହୀ, ମିଳିଲା ବାଲେଶ୍ୱର ଜିଲା ସଭାପତି ଦାୟିତ୍ୱ

ଭୁବନେଶ୍ୱର, ୨୩।୫: ବୁଧବାର ବିଜେଡିରୁ ଇସ୍ତଫା ଦେଇଥିବା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମନ ପରିବର୍ତ୍ତନ କରି ବିଜେଡିରେ ରହିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri