Posted inଜାତୀୟ

ଖାର୍ଗେଙ୍କ ଉପରେ ୧୦୦ କୋଟିର ମାନହାନି ମାମଲା: ସମନ ଜାରି କଲା କୋର୍ଟ

ନୂଆଦିଲ୍ଲୀ,୨୫।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଡୁଆ ବଢିପାରେ। ପଞ୍ଜାବର ସାଙ୍ଗରୁର ଜିଲା କୋର୍ଟର ଜଜ ରମଣଦୀପ କୌର ଅଭିଯୋଗକାରୀ ହିତେଶ ଭରଦ୍ୱାଜଙ୍କ ଅଭିଯୋଗ ଉପରେ ମଲ୍ଲିକାର୍ଜୁନ ଖାଗେର୍ର୍ଙ୍କୁ ସମନ ଜାରି କରିଛନ୍ତି। କୋର୍ଟ ଜୁଲାଇ ୧୦ରେ ଖାଗେର୍ର୍ଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଯଦି କଂଗ୍ରେସ କଂଗ୍ରେସ ଅଧ୍ୟକ୍ଷ ଜୁଲାଇ ୧୦ ରେ କୋର୍ଟରେ ହାଜର ନ ହୁଅନ୍ତି, ତେବେ ତାଙ୍କ ଅନୁପସ୍ଥିତିରେ ଅଭିଯୋଗକାରୀଙ୍କ ପକ୍ଷର ଶୁଣାଣି ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ବଜରଙ୍ଗ ଦଳ ହିନ୍ଦଙ୍କ ଜାତୀୟ ପ୍ରତିଷ୍ଠାତା ହିତେଶ ଭରଦ୍ୱାଜଙ୍କ ପକ୍ଷରୁ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିରୋଧରେ ୧୦୦ କୋଟି ଟଙ୍କାର ମାନହାନି ମାମଲା ଦାୟର କରାଯାଇଛି। କର୍ନାଟକ ନିର୍ବାଚନ ପାଇଁ କଂଗ୍ରେସ ଦେଇଥିବା ମନିଫେଷ୍ଟୋରେ ବଜରଙ୍ଗ ଦଳକୁ ଜାତୀୟ ବିରୋଧୀ ଅର୍ଥାତ୍‌ ଆତଙ୍କବାଦୀ ସଂଗଠନ ସହ ତୁଳନା କରିଥିବା ସେ ଅଭିଯୋଗ କରିଛନ୍ତି। ଏହା ସହିତ ନିର୍ବାଚନ ଜିତିବା ପରେ ବଜରଙ୍ଗ ଦଳକୁ ବାରଣ କରିବା ନେଇ ମଧ୍ୟ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri