ନୂଆଦିଲ୍ଲୀ,୨୭।୫: ଅନ୍ତଃରାଷ୍ଟ୍ରୀୟ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ଗ୍ଲେନ୍ମାର୍କ ଫାର୍ମାସ୍ୟୁଟିକାଲ୍ସ ଲିମିଟେଡ୍ (ଜିପିଏଲ୍) ପକ୍ଷରୁ ଉଚ୍ଚ ରକ୍ତଚାପ ମାସ ପାଳିତ ହୋଇଯାଇଛି। ପ୍ରତି ବର୍ଷ ମେ ମାସରେ ମାସାଧିକ କାଳ ଏ ନେଇ ସଚେତନତାଭିତ୍ତିକ କାର୍ଯ୍ୟକ୍ରମ ସାଙ୍ଗକୁ ଉକ୍ତ ମାସରେ ରୋଗ ଚିହ୍ନଟକୁ ଗୁରୁତ୍ୱ ଦିଆଯାଇଥାଏ। ସେହିଭଳି ଦେଶର ୧୪୩ ପ୍ରମୁଖ ସହରରେ ୨୧୦ରୁ ଅଧିକ ଡାକ୍ତରଖାନା ଏବଂ କ୍ଲିନିକ୍ରେ ଗ୍ଲେନ୍ମାର୍କ ୧୦୦୦ରୁ ଅଧିକ ସ୍ବାସ୍ଥ୍ୟସେବା ପ୍ରଫେସନାଲଙ୍କ ସହ ସହଭାଗୀ ହୋଇ କାର୍ଯ୍ୟ କରୁଛି।
ଏ ସମ୍ପର୍କରେ ଗ୍ଲେନ୍ମାର୍କ ଫାର୍ମାସ୍ୟୁଟିକାଲ୍ସ ଲିମିଟେଡ୍ର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ତଥା ଇଣ୍ଡିଆ ମୁଖ୍ୟ ଆଲୋକ ମଲିକ୍ କହିଛନ୍ତି, ଭାରତରେ ଆମେ ଉଚ୍ଚ ରକ୍ତଚାପ ବିରୋଧରେ ଜନ ସଚେତନତା ସୃଷ୍ଟି କରିବା ଏବଂ ଏକ ଅର୍ଥପୂର୍ଣ୍ଣ ପ୍ରଭାବ ପକାଇବା ପାଇଁ ଦୃଢ଼ ପ୍ରତିବଦ୍ଧ ରହିଛୁ। ସେହିଭଳି ଏହାଦ୍ୱାରା ପ୍ରଭାବିତ ଲକ୍ଷ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବାରେ ଆମେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରିବୁ ବୋଲି ଆଶାପ୍ରକାଶ କରାଯାଉଛି।
ଅପରପକ୍ଷରେ ସଚେତନତା ସୃଷ୍ଟି କରିବା ଏବଂ ଭାରତୀୟ ଜନସଂଖ୍ୟା ମଧ୍ୟରେ ଉଚ୍ଚ ରକ୍ତଚାପର ନିରାକରଣ ପାଇଁ ଗ୍ଲେନ୍ମାର୍କ ଆଗରେ ରହିଛି। ଏହାର ଉଚ୍ଚ ରକ୍ତଚାପ ଔଷଧ ଟେଲ୍ମା ଏକ ଅଗ୍ରଣୀ ମେଡିସିନ୍ ଭାବେ ଉଭା ହୋଇଛି। ଉଚ୍ଚ ରକ୍ତଚାପ ସଚେତନତା ଏବଂ ୧୮ବର୍ଷରୁ ଅଧିକ ଭାରତୀୟ ବୟସ୍କଙ୍କ ସ୍କ୍ରିନିଂ ଚଳାଇବା ପାଇଁ କମ୍ପାନୀ ଟେକ୍ ଚାର୍ଜ ଆଟ୍ ୧୮ ଅଭିଯାନ ମଧ୍ୟ ଆରମ୍ଭ କରିଥିଲା। ସେହିଭଳି ୨୦୨୦ରେ ଗ୍ଲେନ୍ମାର୍କ ହାଇପରଟେନ୍ସନ୍ ସୋସାଇଟି ଅଫ୍ ଇଣ୍ଡିଆ ଏବଂ ଆସୋସିଏସନ୍ ଅଫ୍ ଫିଜିସିଆନ୍ସ ଅଫ୍ ଇଣ୍ଡିଆ ସହ ମିଳିତ ଭାବେ ବିଶ୍ୱର ସର୍ବପ୍ରଥମ ଉଚ୍ଚ ରକ୍ତଚାପ ସଚେତନତା ପ୍ରତୀକ ବିପି ଲୋଗୋର ଶୁଭାରମ୍ଭ କରିଥିଲା।
ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍ କାଟ୍, ଟୟ ଟ୍ରେନ୍, ମ୍ୟୁଜିକାଲ ଫାଉଣ୍ଟେନ୍ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…
ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...
ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...
ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର
କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...
ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ
ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...
‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...
ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...
ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...
ମାତ୍ର ୬୧ ଟଙ୍କାରେ ଇନ୍ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…
ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...
Archives


