Odisha Elections 2024

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୧୫ ଗୋରୁ ଉଦ୍ଧାର

ପାଟଣା,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁମ୍ବାଇ-କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡ଼ା ନିକଟରୁ ଶନିବାର ଭୋରରେ ଏକ ଗୋରୁ ବୋଝେଇ ଟ୍ରକ୍‌କୁ ତୁରୁମୁଙ୍ଗା ପୋଲିସ ଜବତ କରିଛି। ଉକ୍ତ ଟ୍ରକ୍‌ ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୧୫ ଗୋରୁଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ଗୋଶାଳାରେ ଛଡ଼ାଯାଇଛି। ଚଢ଼ାଉ ବେଳେ ଘଟଣାସ୍ଥଳରୁ ଗୋରୁ ମାଫିଆମାନେ ଗାଡ଼ି ଛାଡି ଫେରାର ହୋଇ ଯାଇଛନ୍ତି। ପୋଲିସ ଟ୍ରକ୍‌କୁ ଜବତ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri