୨୩୩ କଲେଜର ପ୍ରିନ୍ସିପାଲଙ୍କ ଦରମା ବନ୍ଦ

ଭୁବନେଶ୍ୱର ୨୭।୫(ବ୍ୟୁରୋ): ଉଚ୍ଚ ଶିକ୍ଷା ବିଭାଗ ୨୩୩ଟି କଲେଜର ପ୍ରିନ୍ସିପାଲଙ୍କ ଦରମା ବନ୍ଦ କରିଛି। କାର୍ଯ୍ୟରେ ଅବହେଳା କରିଥିବାରୁ ଉଚ୍ଚଶିକ୍ଷା ବିଭାଗ ଏପରି ନିର୍ଦ୍ଦେଶାନାମା ଜାରି କରିଛି ।
ସୂଚନାଯୋଗ୍ୟ, ବାରମ୍ବାର ଜଣାଇବା ସତ୍ତ୍ୱେ ମଧ୍ୟ ୨୩୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଥିଲେ । ଏପିରିକି ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉ ନ ଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ/କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri