ଭୁବନେଶ୍ୱର ୨୭।୫(ବ୍ୟୁରୋ): ବାୱରିଆ ଗ୍ରୁପର ୪ ସଦସ୍ୟ ଗିରଫ ମାମଲାରେ କମିଶନରେଟ ପୋଲିସ ଅଭିଯୁକ୍ତଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବାକୁ ସୋମବାର ଆବେଦନ କରିବ। ଏହି ଘଟରାର ତଦନ୍ତ ପାଇଁ ୨ଟି ସ୍ବତନ୍ତ୍ର ଟିମ ଗଠନ ହୋଇଛି।ଏହି ୨ ଟିମ ୟୁପି, ଦିଲ୍ଲୀ, ହରିଆଣା ଓ ମଧ୍ୟପ୍ରଦେଶରେ ଖୋଳଡାଡ଼ କରିବ। କମିଶନରେଟ ପୋଲିସର ସ୍ପେଶାଲ ସ୍କାର୍ଡ ବାୱରିଆ ଗ୍ୟାଙ୍ଗର କଳା କାରନାମା ଖୋଲିବା ନେଇ କମିଶନରେଟ ପୋଲିସ ତତ୍ପର ହୋଇ ଉଠିଛି।
ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...
ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି
ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...
୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର
ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...
ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…
ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...
ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ
ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...
ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...
ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…
ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...
ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!
କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...
Archives


