Posted inଜାତୀୟ

ଉଭୟ ଭବନରେ ସେବା କରିବାର ସୁଯୋଗ ପାଇ ନିଜକୁ ଭାଗ୍ୟବାନ ମନେ କରୁଛି: ଶାହା

ନୂଆଦିଲ୍ଲୀ, ୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ମେ ୨୮ ରେ ନୂତନ ସଂସଦ ଭବନର ଉଦଘାଟନ କରିବେ। ତେବେ ଏହାର ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହାକୁ ଐତିହାସିକ ବୋଲି କହିଛନ୍ତି ଏବଂ ନିଜକୁ ଭାଗ୍ୟବାନ ବୋଲି ବର୍ଣ୍ଣନା କରିଛନ୍ତି। ଶନିବାର ଶାହା କହିଛନ୍ତି, ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି ଯେ ସଂସଦର ଉଭୟ ଗୃହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସେ ଜନ ପ୍ରତିନିଧୀ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇଛନ୍ତି।

ଶାହା ଟୁଇଟ୍‌ କରି କହିଛନ୍ତି, ନୂତନ ସଂସଦ ଗୃହର ଏହି ଚମତ୍କାର ଝଲକ ଦେଖି ସମଗ୍ର ଦେଶ ଆନନ୍ଦିତ ଅଟେ। ଏହି ସଂସଦ ଆମ ସଂସ୍କୃତି ଏବଂ ଆଧୁନିକତାର ଏକ ନିଆରା ଉଦାହରଣ। ମୁଁ ସୌଭାଗ୍ୟବାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜିଙ୍କ ନେତୃତ୍ୱରେ ମୁଁ ପୁରାତନ ତଥା ବର୍ତ୍ତମାନ ଏହି ନୂତନ ସଂସଦ ଗୃହରେ ଜନ ପ୍ରତିନିଧୀ ଭାବରେ କାର୍ଯ୍ୟ କରିବି। ଏହାର ଉଦ୍‌ଘାଟନକୁ ନେଇ ଦେଶବାସୀ ଉତ୍ସାହିତ ଅଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏକ ଟୁଇଟ୍‌କୁ ରିଟୁଇଟ୍‌ କରି ଶାହା ଏହି ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri