ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ଲାଣ୍ଟ ପରିଦର୍ଶନ କରାଇଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଜେଏସ୍‌ଡବ୍ଲ୍ୟୁର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଏକ ୩ ଦିନିଆ ପରିଭ୍ରମଣ ଓ ଆନ୍ଧ୍ରପ୍ରଦେଶର ବିଜୟନଗରସ୍ଥିତ ବିଦ୍ୟାନଗର ଜେଏସ୍‌ଡବ୍ଲ୍ୟୁ ପ୍ଲାଣ୍ଟ ପରିଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାର କାର୍ଯ୍ୟରତ ଜାତୀୟ ଓ ରାଜ୍ୟସ୍ତରୀର ବିଭିନ୍ନ ଗଣମାଧ୍ୟମର ୩୦ଜଣ ପ୍ରତିନିଧି ଉକ୍ତ ଗସ୍ତ କାର୍ଯ୍ୟକ୍ରମରେ ସାମିଲଥିଲେ। ଅପରପକ୍ଷରେ ବିପିଏସ୍‌ଏଲ୍‌ ଓ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍‌ର ଅଧ୍ୟକ୍ଷ ଅନୀଲ ସିଂଙ୍କ ସମେତ କମ୍ପାନୀର ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ଉକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସେହିଭଳି ୩ ଦିନିଆ ସ୍ବତନ୍ତ୍ର ଗଣମାଧ୍ୟମ ପ୍ରତିନିଧିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଜେଏସ୍‌ଡବ୍ଲ୍ୟୁ ବିଜୟନଗର ୱାର୍କସ୍‌ର ସଭାପତି (ଅଧ୍ୟକ୍ଷ) ପି.କେ. ମୁର୍ଗାନ, ସିଓଓ ଏଲ୍‌.ଆର୍‌. ସିଂ ଏବଂ ପ୍ରଶାସନିକ ଓ ସିଏସ୍‌ଆର୍‌ ମୁଖ୍ୟ ରାଲଫ ସୁନୀଲ ପ୍ରମୁଖଙ୍କ ତତ୍ତ୍ୱାବଧାନରେ ପରିଚାଳନା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଜେଏସ୍‌ଡବ୍ଲ୍ୟୁର ବିଜୟନଗର ଷ୍ଟିଲ୍‌ ପ୍ଲାଣ୍ଟ ଭାରତ ବର୍ଷର ଏକକ ସର୍ବବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭାବେ ପରିଗଣିତ ହେଉଛି। ଉକ୍ତ ଗସ୍ତ ସମୟରେ ଗଣମାଧ୍ୟମର ପ୍ରତିନିଧିମାନେ କାରଖାନାର କାର୍ଯ୍ୟ ପରିସର ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ଅବଗତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri