Posted inଖେଳ

ଆଇପିଏଲ ଟିମ ବିଜେତା ହେବେ ମାଲାମାଲ, ବାଜି ଲଗାଯାଇଛି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୨୮।୫: ଗୁଜୁରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ରବିବାର ଆଇପିଏଲ ୨୦୨୩ର ଫାଇନାଲରେ ମୁକାବିଲା କରିବାକୁ ଯାଉଛନ୍ତି। ଏହି ସିଜନ ମାଧ୍ୟମରେ ଚେନ୍ନାଇ ଦଶମ ଥର ପାଇଁ ଆଇପିଏଲର ଫାଇନାଲରେ ପହଞ୍ଚି ଥିବାବେଳେ ଗୁଜରାଟ ଏହାର ଦୁଇ ସିଜନରେ ଲଗାତାର ଦ୍ୱିତୀୟ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି । ଏବେ ସମସ୍ତେ ଭାବୁଥିବେ ଯେ ଆଇପିଏଲ ବିଜେତା ଦଳକୁ କେତେ ପୁରସ୍କାର ରାଶି ଦିଆଯିବ ଏବଂ ରନର୍‌ ଅପ ଦଳକୁ କେତେ କୋଟି ଟଙ୍କା ଦିଆଯିବ।

ଯେଉଁ ଦଳ ଆଇପିଏଲ ୨୦୨୩ର ଫାଇନାଲ ଜିତିବ ସେମାନଙ୍କୁ ୨୦କୋଟି ଟଙ୍କା ପୁରସ୍କାର ରାଶି ଦିଆଯିବ। ଯେତେବେଳେ କି, ଶେଷ ମ୍ୟାଚ ହାରିଥିବା ବା ରନର୍‌ ଅପ ଟିମକୁ ୧୩ କୋଟି ଟଙ୍କା ଦିଆଯିବ। ଏହା ବ୍ୟତୀତ ତିନି ନମ୍ବର ମାନ୍ୟତା ପାଇଥିବା ମୁମ୍ବାଇ ଇଣ୍ଡିଆନ୍ସଙ୍କୁ ୭ କୋଟି ଟଙ୍କା ପୁରସ୍କାର ରାଶି ଏବଂ ଚାରି ନମ୍ବର ଲକ୍ଷ୍ନୌ ସୁପର ଜଏଣ୍ଟକୁ ୬.୫କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ।

ଏହା ହେଉଛି ଆଇପିଏଲର ୧୬ ତମ ସିଜନ। ଏହି ଟୁର୍ନାମେଣ୍ଟ ୨୦୦୮ରେ ଆରମ୍ଭ ହୋଇଥିଲା ଏବଂ ପ୍ରଥମ ସିଜନରେ ଟାଇଟଲ ଜିତିଥିବା ଦଳକୁ ୪.୮କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା । ଯେତେବେଳେ କି, ରନର୍‌ ଅପ କୁ ୨.୪ କୋଟି ଟଙ୍କା ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri