ଜନ୍ତର ମନ୍ତରରେ ଉତ୍ତେଜନା, କେତେଜଣ କୁସ୍ତିଯୋଦ୍ଧା ଅଟକ, ବଜରଙ୍ଗ ପୁନିଆ କହିଲେ ଆମକୁ ଗୁଳି କର

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜନ୍ତର ମନ୍ତରରେ ନୂଆ ସଂସଦ ଭବନ ସାମ୍ନାରେ ରେସଲରମାନେ ମହାପଞ୍ଚାୟତ କରିବାକୁ ଯାଉଥିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ଦେଇଛି। ଏହାପରେ ସେଠାରେ ଉତ୍ତେଜନା ପରିସ୍ଥିତି ଉପୁଜିଛି। କୁସ୍ତିଯୋଦ୍ଧାମାନେ ପୋଲିସ ବାରିକେଡକୁ ପାର ହୋଇ ଯିବାକୁ ଚେଷ୍ଟା କରୁଥିବା ବେଳେ କେତେଜଣଙ୍କୁ ପୋଲିସ ଅଟକ ରଖିଛି। କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ କହିଛନ୍ତି ଆମକୁ ଗୁଳି କରିଦିଅ।
ପୋଲିସ ଅଟକାଇବା ପରେ କୁସ୍ତିଯୋଦ୍ଧାମାନେ କେରଳ ହାଉସ ନିକଟରେ ଧାରଣାରେ ବସିପଡିଛନ୍ତି। ଏଠାରୁ ନୂଆ ସଂସଦ ଭବନ ମାତ୍ର କିଛି ଦୂର। ଏହାପୂର୍ବରୁ କୁସ୍ତିଯୋଦ୍ଧାମାନେ ଦୁଇଟି ବାରିକେଡ ଅତିକ୍ରମ କରି ଏଠାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri