କାଠରୁ ପ୍ରସ୍ତୁତ ହେଉଛି ଆଲକହଲ, କିପରି ହେଲା ସମ୍ଭବ…

ଟୋକିଓ,୧।୬: ଯଦି ଆପଣ ଆଲକହଲ ପିଇବାର ସୌକିନ ଅଟନ୍ତି ତେବେ ଏପର୍ଯ୍ୟନ୍ତ ଆପଣ ଅଙ୍ଗୁର, ଆଖୁ, ମକା, ଆଳୁ, ଚାଉଳ କିମ୍ବା ମହୁଆରୁ ପ୍ରସ୍ତୁତ ଓ୍ବିିସ୍କି, ମଦ, ଭୋଦକା କିମ୍ବା ବିଅର ଟେଷ୍ଟ କରିଥିବେ। କିନ୍ତୁ ବର୍ତ୍ତମାନ ଜାପାନ କାଠରୁ ଆଲକହଲ ପ୍ରସ୍ତୁତ କରିବାର ଉପାୟ ବାହାର କରିଛି। ଯଦି ଜାପାନ ବିଶେଷଜ୍ଞଙ୍କ ଏହି ଦାବି ସଠିକ ହୁଏ ତେବେ ଆଲକହଲ ତିଆରି କରିବାର ଉପାୟ ସମଗ୍ର ବିଶ୍ୱରେ ପରିବର୍ତ୍ତନ ହେବ ତାହା ନୁହେଁ, ବରଂ ବୃକ୍ଷ ରୋପଣର ଗତି ମଧ୍ୟ ବୃଦ୍ଧି ପାଇବ। ଏହାଦ୍ୱାରା ଆଲକହଲ ସୌକିନ ଲୋକଙ୍କୁ ସବୁବେଳେ ଆଲକହଲ ମିଳିପାରିବ ଏବଂ ବିଶ୍ୱତ୍ତାପନରେ ମଧ୍ୟ ହ୍ରାସ ଘଟିବ।

ଜାପାନର ତାହୋକାରେ ୧୬୦୦ ମସିହାରେ ଏକ ଗଛ ଲଗାଯାଇଥିଲା, ଯାହାର ନାମ ସିଦାର ଥିଲା। ୧୯୧୬ରେ ହଠାତ୍‌ ଏହି ଗଛରୁ ଧଳା ତରଳ ପଦାର୍ଥ ବାହାରିବାକୁ ଲାଗିଲା। କୁହାଯାଉଛି କି, ଏହି ଗଛରୁ ୩୫ଲିଟରରୁ ଅଧିକ ଏହି ଧଳା ତରଳ ପଦାର୍ଥ ବାହାରିଥିଲା। ତେବେ ଜାପାନର ବିଶେଷଜ୍ଞମାନେ ବର୍ତ୍ତମାନ ଏହି ତରଳ ପଦାର୍ଥରୁ ଆଲକହଲ ପ୍ରସ୍ତୁତ କରିବାର ଉପାୟ ବାହାର କରିିଛନ୍ତି।

ତେବେ ବିଶେଷଜ୍ଞମାନେ କହିଛନ୍ତି, ସିଦାର ଏବଂ ଚେରି ଗଛର କାଠରୁ ମେଥାନଲ ମିଳିଥାଏ, ଯାହା ପିଇବା ଯୋଗ୍ୟ ନୁହେଁ। ଏହା ଶରୀର ପାଇଁ କ୍ଷତିକାରକ। ବିଶେଷଜ୍ଞଙ୍କ ଅନୁଯାୟୀ, ରଙ୍ଗ ଏବଂ ପ୍ଲାଷ୍ଟିକ ତିଆରି ପାଇଁ ମେଥାନଲ ବ୍ୟବହାର କରାଯାଏ। ଏଥିସହ ଇନ୍ଧନ ତିଆରିରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ। ଗଛର କାଠରୁ ମିଳୁଥିବା ମେଥାନଲ ବିଷାକ୍ତ ହୋଇଥାଏ ଯାହାକୁ ପିଇବା ଦ୍ୱାରା ବ୍ୟକ୍ତି ଦୃଷ୍ଟିହୀନ କିମ୍ବା ସଙ୍ଗେସଙ୍ଗେ ମୃତ୍ୟୁ ଘଟିଥାଏ। ଏଠାରେ କହି ରଖୁଛୁ ଯେ, ମଦ, ବଅର, ଭୋଦକା ଏବଂ ମଦ ତିଆରିରେ ମେଥାନଲ ବ୍ୟବହାର କରାଯାଏ।

ଜାପାନର ବିଶେଷଜ୍ଞମାନେ କାଠରୁ ମେଥାନଲ ବାହାର କରିବା ପାଇଁ ଏକ ସ୍ବତନ୍ତ୍ର ପଦ୍ଧତି ଆପଣାଇଛନ୍ତି। ସେ ପ୍ରଥମେ କାଠର ପେଷ୍ଟ୍‌ ତିଆରି କରିଛନ୍ତି। ପରେ ଏହି ପେଷ୍ଟ୍‌ରେ ଇଷ୍ଟ୍‌ ଏବଂ ଏନଜାଇମ ମିଶାଇ ଏକ କମ୍ପୋଜିଶନ ପ୍ରସ୍ତୁତ କରନ୍ତି। ତେବେ ଏହି ତରଳ ପଦାର୍ଥରେ ୧୫ ପ୍ରତିଶତ ଆଲକହଲ ରହିଛି। କହି ରଖୁଛୁ କି, ବିଶେଷଜ୍ଞ ଏକ ଲିଟର ତରଳ ପଦାର୍ଥରେ ୩.୭୫ପ୍ରତିଶତ ପାନୀୟ ଯୋଗ୍ୟ ଆଲକହଲ ସଂଗ୍ରହ କରି ପାରିଛନ୍ତି

ଅନୁସନ୍ଧାନକାରୀଙ୍କ ଏହି ଆବିଷ୍କାର ପରେ ଜାପାନର ବନ ବିଭାଗ ଏବଂ ବନଜାତ ଦ୍ରବ୍ୟ ଅନୁସନ୍ଧାନ ପ୍ରତିଷ୍ଠାନ ବର୍ତ୍ତମାନ କାଠରୁ ଆଲକହଲ ତିଆରି କରିବାର ସମ୍ପୂର୍ଣ୍ଣ କୌଶଳ ପ୍ରସ୍ତୁତ କରିସାରିଛନ୍ତିି। କାଠ ଦ୍ୱାରା ପ୍ରସ୍ତୁତ ଏହି ଆଲକହଲରେ କାଠର ସୁଗନ୍ଧ ଆସୁଛି। ଏହି ଆଲକହଲ ଯେତେ ପୁରୁଣା ହେବ ସେତେ ଅଧିକ ନିଶା ଚଢିବ ବୋଲି ବିଶେଷଜ୍ଞମାନେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର...

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri