Posted inଜାତୀୟ

ବିରୋଧୀ ଏକତାକୁ ନେଇ କଥା ହେବାକୁ ନୀତୀଶ ଡାକିଥିବା ବୈଠକରେ ଯୋଗ ଦେବ କଂଗ୍ରେସ, ହେଲେ…

ନୂଆଦିଲ୍ଲୀ,୧।୬: ଆସନ୍ତା ବର୍ଷରେ ହେବାକୁ ଯାଉଥିବା ଲୋକ ସଭା ନିର୍ବାଚନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ ଏକଜୁଟ ହେବାକୁ ଚେଷ୍ଟା ଜାରି ରହିଛି। ବିରୋଧୀ ଦଳର ଆଗକୁ ଥିବା ରାଜନିତିକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର୧୨ ଜୁନରେ ପାଟନାରେ ଏକ ବୈଠକ ଡାକିଛନ୍ତି। ଏହାରି ଭିତରେ ବିଶେଷ ସୂୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ବୈଠକରେ କଂଗ୍ରେସ ସାମିଲ ହେବ ହେଲେ କେତେଜଣ ବଡ ବଡ ନେତା ଏଥିରେ ସାମିଲ ହେବ ନାହିଁ। ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି କଂଗ୍ରେସ ବୈଠକର ତାରିଖ ବଢାଇବାକୁ ଅନୁରୋଧ କରିଥିଲା।

ବିରୋଧୀଙ୍କୁ ଏକାଠି କରିବାକୁ ନୀତୀଶ କୁମାର କିଛିଦିନ ହେବ ନିରନ୍ତର ବୈଠକ କରୁଛନ୍ତି। ସେ ଅତୀତରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ଏହା ପରେ ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଏନସିପି ସଭାପତି ଶରଦ ପାୱାର ଏବଂ ଉଦ୍ଧବ ଠାକରେଙ୍କ ସମେତ ଅନେକ ନେତାଙ୍କୁ ଭେଟିଥିଲେ। ଏଥିରେ ସମସ୍ତେ କହିଥିଲେ ଯେ ବିରୋଧୀ ଦଳ ଏକାଠି ହେବା ଆବଶ୍ୟକ। ଏହି କାରଣରୁ ଶୀଘ୍ର ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri