ଖସିଲା କମର୍ସିଆଲ ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୨।୬: ଗତ କିଛି ମାସ ହେବ କ୍ରମାଗତ ଭାବେ କମର୍ସିଆଲ ଗ୍ୟାସ୍‌ ଦର ହ୍ରାସ ପାଉଥିବାବେଳେ ଘରୋଇ ଗ୍ୟାସ୍‌ ମୂଲ୍ୟ ସ୍ଥିର ରହିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ମାସରେ କମର୍ସିିଆଲ ଗ୍ୟାସ ୍‌(୧୯କେଜି) ଦର ୮୩.୫୦ ଟଙ୍କା ହ୍ରାସ ଘଟିିଥିବା ବେଳେ ଘରୋଇ ଗ୍ୟାସ୍‌ (୧୪.୨ କେଜି) ଦର ଅପରିବର୍ତ୍ତିତ ରହିଛି। ଉଲ୍ଲେଖଯୋଗ୍ୟ, ଦେଶର ପ୍ରମୁଖ ଇନ୍ଧନ ବିପଣନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ ଗୁରୁବାର ୨୦୨୩ ମେ ମାସ ପାଇଁ ନୂତନ ଗ୍ୟାସ୍‌ ଦର ସୂଚୀ ପ୍ରକାଶ କରାଯାଇଛି। ଏପରିକି ନୂଆଦିଲ୍ଲୀରେ ୧୯କେଜି ଗ୍ୟାସ୍‌ ସିଲିଣ୍ଡରର ମୂଲ୍ୟ ଉପରରେ ୯୩.୫୦ ଟଙ୍କା କମି ୧୭୭୩ ଟଙ୍କାରେ ରହିଛି। ଅପରପକ୍ଷରେ କୋଲକାତା, ମୁମ୍ବାଇ ଏବଂ ଚେନ୍ନାଇ ଭଳି ସହରରେ ୧୯ କେଜି ଗ୍ୟାସ୍‌ ସିଲିଣ୍ଡରର ମୂଲ୍ୟ ଯଥାକ୍ରମେ ୧୮୭୫.୫୦ ଟଙ୍କା, ୧୭୨୫ ଟଙ୍କା ଏବଂ ୧୯୭୩ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଉପରୋକ୍ତ ସହରଗୁଡିକରେ ଘରୋଇ ଗ୍ୟାସ୍‌ (୧୪.୨ କେଜି) ଦର ପୂର୍ବଭଳି ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri