ମୂଳ ଭାରତୀୟ ଅଜୟ ବଙ୍ଗା ହେଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: କାର୍ଯ୍ୟକାଳ ୫ ବର୍ଷ…

ଓ୍ବାଶିଂଟନ,୩।୬ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ସହିତ ସେ ଗ୍ଲୋବାଲ ଫାଇନାନ୍ସିଆଲ ଇନଷ୍ଟିଚ୍ୟୁଶନ, ବିଶ୍ୱ ବ୍ୟାଙ୍କ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର ନେତୃତ୍ୱ ନେଇଛନ୍ତି। ୩ ମଇରେ, ବିଶ୍ୱ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକମାନେ ୬୩ ବର୍ଷିୟ ବଙ୍ଗାଙ୍କୁ ପାଞ୍ଚ ବର୍ଷ ପାଇଁ ବିଶ୍ୱ ବ୍ୟାଙ୍କର ୧୪ ତମ ଅଧ୍ୟକ୍ଷ ଭାବରେ ମନୋନୀତ କରିଥିଲେ।

ଫେବୃଆରୀରେ ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଥିଲେ ଆମେରିକା ଅଜୟ ବଙ୍ଗାଙ୍କୁ ବିଶ୍ୱ ବ୍ୟାଙ୍କର ନେତୃତ୍ୱ ନେବାକୁ ମନୋନୀତ କରୁଛି। ଆଇଏମଏଫ ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଟାଲିନା ଜର୍ଜିଆଭା ଏକ ଟୁଇଟ କରି କହିଛନ୍ତି ଯେ ମୁଁ ଆଶା କରୁଛି ଅଜୟ ବଙ୍ଗା ଏକ ଭଲ କାମ କରିବେ।

ବଙ୍ଗା ପ୍ରଥମ ଭାରତୀୟ-ଆମେରିକୀୟ ଭାବେ ବିଶ୍ୱ ବ୍ୟାଙ୍କର ମୁଖ୍ୟ ହୋଇପାରିଛନ୍ତି। ସେ ଡେଭିଡ ମାଲପାସଙ୍କ ସ୍ଥାନ ନେଇଛନ୍ତି। ଅଜୟ ବଙ୍ଗା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ବିଶ୍ୱ ବ୍ୟାଙ୍କର ସଭାପତି ରହିବେ। ବଙ୍ଗା ଜେନେରାଲ ଆଟଲାଣ୍ଟିକରେ ଉପାଧ୍ୟକ୍ଷ ଭାବରେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ପେଟିଏମ୍‌କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୫।୫ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ପେଟିଏମ ପେମେଣ୍ଟ ବ୍ୟାଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ପରେ ପେଟିଏମକୁ ଆଉ ଏକ ଝଟ୍‌କା ଲାଗିଛି। କମ୍ପାନୀର...

ଭାରତୀୟ ମସଲାରେ କୀଟନାଶକ ସମ୍ପର୍କିତ ସମସ୍ତ ଦାବିକୁ ଖଣ୍ଡନ କଲା ଏଫ୍‌ଏସ୍‌ଏସ୍‌ଏଆଇ

ନୂଆଦିଲ୍ଲୀ,୫।୫: ଭାରତୀୟ ମସଲାକୁ ନେଇ ଉପୁଯିତିବା ବିବାଦ ମଧ୍ୟରେ ସ୍ପତିକାରଣ ରଖିଛି ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ (ଏଫ୍‌ଏସ୍‌ଏସ୍‌ଏଆଇ)। ବିଭିନ୍ନ ଦେଶ...

ପିଆଜ ରପ୍ତାନି ଉପରୁ ହଟିଲା କଟକଣା

ଭୁବନେଶ୍ୱର,୫।୫(ଅନୁରାଧା ମହାରଣା): ଘରୋଇ ବଜାରରେ ପିଆଜ ଦରବୃଦ୍ଧିରେ ଲଗାମ ଲଗାଇବା ପାଇଁ କେନ୍ଦ୍ର ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ପୂର୍ବରୁ ପିଆଜ ରପ୍ତାନି ଉପରେ ସରକାର...

ଉତ୍କଳ ହସ୍ପିଟାଲରେ ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୫।୫ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଉତ୍କଳ ହସ୍ପିଟାଲରେ ରାଜ୍ୟର ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରି ସଫଳତାର...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri