ଆଫଗାନିସ୍ତାନରେ ୮୦ ଛାତ୍ରୀଙ୍କୁ ଦିଆଗଲା ଜହର …

କାବୁଲ,୫।୬ : ଆଫଗାନିସ୍ତାନରେ ପ୍ରାୟ ୮୦ ସ୍କୁଲ ଛାତ୍ରୀଙ୍କୁ ଜହର ଦିଆଯାଇଛିି। ଏନେଇ ତାଲିବାନ ଉପରେ ସନ୍ଦେହ କରାଯାଉଛି। କିନ୍ତୁ ତାଲିବାନ ଏହି ଘଟଣାରେ କୌଣସି ସମ୍ପୃକ୍ତିକୁ ଅସ୍ବୀକାର କରିଛି। ଉତ୍ତର ଆଫଗାନିସ୍ତାନର ପ୍ରାଥମିକ ବିଦ୍ୟାଳୟ ଉପରେ ଦୁଇଟି ପୃଥକ ଘଟଣାରେ ପ୍ରାୟ ୮୦ ବାଳିକା ଜହର ଖାଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ବୋଲି ସ୍ଥାନୀୟ ଶିକ୍ଷା ଅଧିକାରୀ କହିଛନ୍ତି।

ଶିକ୍ଷା ଅଧିକାରୀ କହିଛନ୍ତି ଏହି ଜହରକୁ ପରିଚାଳନା କରୁଥିବା ବ୍ୟକ୍ତିଙ୍କର ବ୍ୟକ୍ତିଗତ ଶତ୍ରୁତା ଅଛି, କିନ୍ତୁ ସେ ଏହା ସ୍ପଷ୍ଟ କରିନାହାଁନ୍ତି। ଶନିବାର ଏବଂ ରବିବାର ଦିନ ସର-ଇ-ପୁଲ ପ୍ରଦେଶରେ ଏହି ଘଟଣା ଘଟିଥିଲା। ସାଙ୍ଗଚର ଜିଲାରେ ଛାତ୍ରୀଙ୍କୁ ଜହର ଦିଆଯାଇଥିବା ନେଇ ଶିକ୍ଷା ବିଭାଗର ମୁଖ୍ୟ ମହମ୍ମଦ ରହମାନି କହିଛନ୍ତି। ସେ କହିଛନ୍ତି ନାସୱାନ-ଏ-କବାଡ ଅବ ସ୍କୁଲରେ ୬୦ ଜଣ ଏବଂ ନାସୱାନ-ଇ-ଫୈଜାବାଦ ସ୍କୁଲରେ ୧୭ ଜଣ ଛାତ୍ରୀଙ୍କୁ ଜହର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri