ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ରବର୍ଟ କେନେଡି ଜୁନିୟରଙ୍କୁ ଜାକ୍‌ ଡୋର୍ସିଙ୍କ ସମର୍ଥନ

ଓ୍ବାଶିଂଟନ, ୬ା୬: ଆମେରିକା ରାଷ୍ଟ୍ରପତି ପଦ ପାଇଁ ଡେମୋକ୍ରାଟିକ୍‌ ପାର୍ଟିର ରବର୍ଟ ଏଫ୍‌. କେନେଡି ଜୁନିୟରଙ୍କ ପ୍ରାର୍ଥତ୍ତ୍ୱକୁ ଟୁଇଟରର ସହପ୍ରତିଷ୍ଠାତା ଜାକ୍‌ ଡୋର୍ସି ଆନୁଷ୍ଠାନିକ ଭାବେ ସମର୍ଥନ ଜଣାଇଛନ୍ତି। ୨୦୨୪ ନିର୍ବାଚନରେ ରବର୍ଟ ଏଫ୍‌ କେନେଡି ଜୁନିୟର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଡିସାଣ୍ଟିସ୍‌ଙ୍କୁ ପରାସ୍ତ କରିପାରିବେ ବୋଲି କରିଥିବା ଯୁକ୍ତିକୁ ଡୋର୍ସି ରିଟୁଇଟ୍‌ କରିବା ସହ ‘ସେ ପାରିବେ ଓ ପରାସ୍ତ କରିବେ’ ବୋଲି କମେଣ୍ଟରେ ଲେଖିଛନ୍ତି। ସେ କ’ଣ କେନେଡିଙ୍କୁ ସମର୍ଥନ କରନ୍ତି ନା କେବଳ ପୂର୍ବାନୁମାନ କରୁଛନ୍ତି ବୋଲି ପ୍ରଶ୍ନ ହେବାରୁ ‘ଉଭୟ’ ବୋଲି ଡୋର୍ସି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri