ନୂଆଦିଲ୍ଲୀ, ୬ା୬(ପି.ଟି.): ଜର୍ମାନୀର ବର୍ଲିନ୍ଠାରେ ଜୁନ୍ ୧୭ରୁ ୨୫ ପର୍ଯ୍ୟନ୍ତ ହେବାକୁଥିବା ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍ଡ ସମର ଗେମ୍ସ ରେ ଭାରତର ୨୫୫ ସଦସ୍ୟ ବିଶିଷ୍ଟ ଏକ ଶକ୍ତିଶାଳୀ ଦଳ ଅଂଶଗ୍ରହଣ କରିବ। ଦଳରେ ୧୯୮ ଆଥଲେଟ ଓ ୫୭ କୋଚ୍ ରହିଛନ୍ତି। ବୌଦ୍ଧିକ ଭିନ୍ନକ୍ଷମଙ୍କ ଲାଗି ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍ଡ ସମର ଗେମ୍ସ ହେଉଛି ସବୁଠାରୁ ବଡ଼ କ୍ରୀଡ଼ା ଇଭେଣ୍ଟ। ଏଥିରେ ୧୯୦ଟି ଦେଶର ୭୦୦୦ ଆଥଲେଟ୍ସ ଓ ୟୁନିଫାଏଡ୍ ପାର୍ଟନର ୨୬ଟି କ୍ରୀଡ଼ାରେ ଭାଗ ନେବେ। ଜୁନ ୧୨ରେ ବର୍ଲିନ ଅଭିମୁଖେ ଯାତ୍ରା କରିବା ପୂର୍ବରୁ ଭାରତୀୟ ଆଥଲେଟମାନେ ଜୁନ୍ ୭ରୁ ୧୧ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଏକ ପ୍ରସ୍ତୁତି କ୍ୟାମ୍ପରେ ଭାଗ ନେବେ। ସ୍ପେଶାଲ ଅଲମ୍ପିକ୍ସ ଭାରତ ପକ୍ଷରୁ ଦଳ ପାଇଁ ଗୁରୁବାର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏକ ସ୍ବତନ୍ତ୍ର ସେଣ୍ଡ୍ ଅଫ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର, ମହିଳା ଓ ଶିଶୁ କଲ୍ୟାଣ, ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ସ୍ମୃତି ଇରାନୀ, ଭାରତୀୟ ଅଲିମ୍ପିକ ଆସୋସିଏଶନ ମୁଖ୍ୟ ପି.ଟି. ଉଷା, କ୍ରିକେଟର ଯୁବରାଜ ସିଂ ଓ କଣ୍ଠ ଶିଳ୍ପୀ ସୋନୁ ନିଗମ ପ୍ରମୁଖ ଏଥିରେ ଉପସ୍ଥିତ ରହିବେ।
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
Archives


