ନଦୀ ପାର ହେଉଥିବା ବେଳେ ବୁଡିଲା ଡଙ୍ଗା, ୨ ନିଖୋଜ

ମାଲକାନଗିରି,୭।୬(ଡି.ଏନ.ଏ.): ମାଲକାନାଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡା ଘାଟିର ଅଣ୍ଡରହଲ ପଞ୍ଚାୟତ ସିନ୍ଦିଗୁଡା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନଦୀ ପାର ହେଉଥିବା ସମୟରେ ଡଙ୍ଗା ବୁଡି ୨ ଜଣ ନିଖୋଜ ହୋଇଛନ୍ତି। ପୋଲିସ ସୂଚନା ଅନୁସାରେ, ରାସବେଡା ପଞ୍ଚାୟତର ତୁମାପଦର ଗ୍ରାମର ୨ ଜଣ ବ୍ୟକ୍ତି ଆନ୍ଧ୍ରପ୍ରଦେଶର ପଡ଼ାପଦର ଗ୍ରାମରୁ ଘରକୁ ଫେରୁଥିଲେ। ନଦୀ ପାର ହେଉଥିବା ସମୟରେ ଡଙ୍ଗା ବୁଡି ସେମାନେ ନିଖୋଜ ହୋଇଯାଇଛନ୍ତି। ନିଖୋଜ ବ୍ୟକ୍ତି ହେଉଛନ୍ତି ବଳରାମ କିଡିଙ୍ଗି ଓ ସଞ୍ଜିତ କିଡିଙ୍ଗି । ଖବରପାଇ ମୁଦୁଲିପଡ଼ା ପୋଲିସ ଏବଂ ଅଗ୍ନି ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦିନ ତମାମ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ । କିନ୍ତୁ କୌଣସି ସୁଫଳ ହେଲାନାହିଁ । ପୁଣି ଆଜି ଉଦ୍ଧାର କାର୍ଯ୍ୟ ଚାଲୁ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri