କାଶୀନଗର ବିକାଶ ପାଇଁ ଅନୁମୋଦନ ରାଶିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ…

କାଶୀନଗର, ୮।୭(ଡି.ଏନ.ଏ.): ଗଜପତି ଜିଲା କାଶୀନଗର ଏନଏସି ଓ ବ୍ଲକର ବିଭିନ୍ନ ବିକାଶକୁ ନେଇ ସରକାର ଅନୁମୋଦନ ରାଶି ଦେଇଥିବା ନେଇ ଏନଏସି ଅଧ୍ୟକ୍ଷା ଖବରଦାତା ସମ୍ମିଳନୀ କରିଥିଲେ। ଉକ୍ତ ସମ୍ମିଳନୀରେ ଜିଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତି ରାଓ, ଉପାଧ୍ୟକ୍ଷ ରଘୁରାମ ସାହୁ, ପ୍ରଫେସର ମାରୁତ୍‌ ପାଳ, ୱାର୍ଡ କାଉନସିଲର ସଦସ୍ୟ ମାନେ ଉପସ୍ଥିତ ହୋଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭି.କେ ପଣ୍ଡିଆୟାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। କାଶୀନଗର ଏନଏସି ପାଇ ୬୦ଲକ୍ଷ ଓ କାଶୀନଗର ବ୍ଲକର ବିକାଶ ପାଇଁ ୧କୋଟି ୪୦ଲକ୍ଷ ଅନୁମୋଦନ କରାଯାଇଛି। ଏନେଇ କାଶୀନଗର ସହରରେ ଜନସାଧାରଣ ମନରେ ଖୁସିର ଲହରୀ ଖେଳିଯାଇଛି। ଏନଏସିର ଥିବା ୮,୯,୧୨,୧୩ ୱାର୍ଡ ପାଇ ଏହି ଅନୁମୋଦନ ରାଶି ବ୍ୟବହାର ହେବ ବୋଲି ଅଧ୍ୟକ୍ଷା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri