ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ଏଭଳି…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ ବିଜୁଳି ଉତ୍ପାଦନ ଓ ବଣ୍ଟନର ସମୀକ୍ଷାକରି…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ ନେଇ ଖାଉଟିଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା ଦଶରଥପୁର ବ୍ଲକ କନିକାପଡା ପଞ୍ଚାୟତ ମାନସିଂପାଟଣା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି ପ୍ରଶ୍ନ ଏବେ ସାଧାରଣ ଲୋକଙ୍କ ମନରେ…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ ପିଇବା ପାଣି ଦେଉଛନ୍ତି। କଚ୍ଛର ଗ୍ରେଟ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୧୦ ପୋଲିସ ଜିଲାର ଆଇପିଏସ୍‌ ଅଫିସରଙ୍କୁ ବଦଳି ସହ ୪ଜଣ ଓପିଏସ୍‌ଙ୍କୁ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଏବଂ ବିପୁଲ ଏମ୍‌. ପାଞ୍ଚୋଲିଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ, ଆଲୋଚନାର ଫଟୋ ମଧ୍ୟ ଶେୟାର କରାଯାଇଥିଲା। ସାକ୍ଷାତ ବିଷୟରେ ମତାମତ ଦେଇ…

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ ଏବଂ ଏହି ଆଧାରରେ ବିବାହ ବିଚ୍ଛେଦ ହୋଇପାରିବ। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପାକିସ୍ତାନ ସରକାର ଗ୍ରାହକଙ୍କୁ ଆଶ୍ୱସ୍ତି ଦେଇ…

୫୧,୦୦୦ରୁ ଅଧିକ ଯୁବତୀଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି: ଆଗାମୀ ବର୍ଷଗୁଡ଼ିକରେ…

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ୫୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ‘ରୋଜଗାର ମେଳା’ (ନିଯୁକ୍ତି ମେଳା)ରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ ବିଭିନ୍ନ ସରକାରୀ ବିଭାଗ ଏବଂ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଉଭୟଙ୍କ ମଧ୍ୟରେ ଝଗଡା କୋହଲି ବ୍ୟାଟିଂ କରୁଥିବାବେଳେ ହୋଇଥିଲା। ମ୍ୟାଚ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା ବୃଦ୍ଧି ପାଇଛି। ମେ ୧୯ ତାରିଖରେ ପେଟ୍ରୋଲ ମୂଲ୍ୟ ୮୭ ପଇସା ଏବଂ…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି। ବିଶେଷକରି ଡିଜିଟାଲ ଇକୋନୋମୀ ଜାତୀୟ ଅର୍ଥନୀତିର ପ୍ରମୁଖ ଆଧାର ହୋଇଛି। ଏହିକ୍ରମରେ ଭାରତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri