ଆମେରିକାରେ ଗୁଳିକାଣ୍ଡ: ସପ୍ତାହକରେ ୬ଜଣଙ୍କ ମୃତ୍ୟୁ

ଓ୍ବାଶିଂଟନ୍‌,୧୯ା୬: ଆମେରିକାରେ ସପ୍ତାହକ ମଧ୍ୟରେ ଘଟିଥିବା ଗୁଳିକାଣ୍ଡରେ ୬ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକେ ଆହତ ହୋଇଛନ୍ତି। ଏଭଳିସ୍ଥିତିରେ ସିକାଗୋଠାରୁ ୩୨ କି.ମି ଦୂର ଓ୍ବିଲୋବ୍ରୁକ୍‌ସ୍ଥିତ ଏକ ପାର୍କିଂ ସ୍ଥାନରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଗୁଳିକାଣ୍ଡର କାରଣ ଜଣାପଡ଼ି ନାହିଁ। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର

ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର...

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ISIS ଆତଙ୍କବାଦୀ ଆଡ୍ଡା ଉପରେ ଟ୍ରମ୍ପଙ୍କ ଆକ୍ରମଣ, ମୃତ ଆତଙ୍କୀଙ୍କୁ ବଡଦିନର ଦେଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୨୬।୧୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଉତ୍ତର-ପଶ୍ଚିମ ନାଇଜେରିଆରେ ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନ ବିରୁଦ୍ଧରେ ଏକ ଘାତକ ଆକ୍ରମଣ ଆରମ୍ଭ କରିଛନ୍ତି। ଟ୍ରୁଥ୍ ସୋସିଆଲ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri