ଭୁବନେଶ୍ୱର,୨୦।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୁରୀ ରଥଯାତ୍ରାରେ ଆଶୀର୍ବାଦ ଅଟା ପକ୍ଷରୁ ଏକ ଆକର୍ଷଣୀୟ ଷ୍ଟଲ କରାଯାଇଛି। ଉକ୍ତ ଷ୍ଟଲ୍ ପରିସରରେ ବ୍ରାଣ୍ଡ୍ର ସମସ୍ତ ଉତ୍ପାଦ ସାଙ୍ଗକୁ ଜଗନ୍ନାଥ ମହାପ୍ରଭୁଙ୍କର ଅନେକ ଅନୁଭୂତି ସବୁ ବର୍ଗର ଭକ୍ତ ପାଇପାରିବେ। ଏପରିକି ଚଳିତ ବର୍ଷ ପୁରୀ ରଥଯାତ୍ରାରେ ବ୍ରାଣ୍ଡ୍ ପକ୍ଷରୁ କଳ୍ପନାର ଟୋପି ସହିତ ଏକ ୨୭୦ ଡିଗ୍ରୀ ଇମର୍ସିଭ୍ ଏକ୍ସପେରିଏନ୍ସ ଭକ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିବ ବୋଲି ଆଇଟିସି ଲିମିଟେଡ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ ୨୦୨୩ ଜୁନ୍ ୨୦ରୁ ୨୯ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟ ଗ୍ରାଣ୍ଡରୋଡ (ବଡ଼ଦାଣ୍ଡ) ପୁରୀରେ ଆଇଟିସି ଆଶୀର୍ବାଦର ଆକର୍ଷଣୀୟ ଷ୍ଟଲକୁ ପରିଦର୍ଶନ କରି ଓଡ଼ିଶାର ସମୃଦ୍ଧ ସଂସ୍କୃତିର ଏକ ଅତୁଳନୀୟ ଅନୁଭବ ପାଇବା ସହ ଭାବପୂର୍ଣ୍ଣବେଗ ନାଟକୀୟ ଜଗତରେ ଭକ୍ତ ପଦାର୍ପଣ କରନ୍ତୁ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!
ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...
କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...
ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍ ବିନା କରିପାରିବେ ଯାତ୍ରା!
ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...
ପ୍ରାଇଭେଟ୍ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା
ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...
ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍
ନୂଆଦିଲ୍ଲୀ,୧୯ା୧୨: ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...
ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର
ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...
୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ
ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...
Archives


