Posted inଖେଳ

ଏସିଆନ ଗେମ୍ସ ସିଲେକ୍ସନ ଟ୍ରାଏଲରେ ଅନୁପମା

ଭୁବନେଶ୍ୱର, ୨୦ା୬, (ବିଜୟ ରଣା): ସେପ୍ଟେମ୍ବର ଚାଇନାରେ ହେବାକୁଥିବା ଏସିଆନ ଗେମ୍ସର ଜି ଜୁତ୍‌ସୁ ପ୍ରତିଯୋଗିତା ପାଇଁ ହେବାକୁଥିବା ସିଲେକ୍ସନ ଟ୍ରାଏଲରେ ଅଂଶଗ୍ରହଣ କରିବେ ଓଡ଼ିଶାର ଅନ୍ତର୍ଜାତୀୟ ସାମରିକକଳା କ୍ରୀଡ଼ାବିତ୍‌ ଅନୁପମା ସ୍ବାଇଁ। ସିଲେକ୍ସନ ଟ୍ରାଏଲ୍‌ ଉତ୍ତରଖଣ୍ଡର ହଲଦ୍ୱାନୀସ୍ଥିତ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ହେବ। ଓଡ଼ିଶା ପୋଲିସରେ କାର୍ଯ୍ୟରତ ଅନୁପମା ୫ ବର୍ଷ ଧରି ଜାତୀୟ ଚାମ୍ପିୟନ ରହିଥିବା ବେଳେ ଗତ ୩ ବର୍ଷ ଧରି ଏସୀୟ ଜୁ ଜିତ୍‌ସୁ ପ୍ରତିଯୋଗିତାରେ ପଦକ ଜିତିଆସୁଛନ୍ତି। ସୂଚନାଯୋଗ୍ୟ, ଏସିଆନ ଗେମ୍ସରେ ଦ୍ୱିତୀୟ ଥର ଜୁ ଜିତ୍‌ସୁ କ୍ରୀଡ଼ାକୁ ସାମିଲ କରାଯାଇଛି। ଗତଥର ଇଣ୍ଡୋନେସିଆରେ ଅନୁଷ୍ଠିତ ଏସିଆନ ଗେମ୍ସରେ ଜି ଜିତ୍‌ସୁକୁ ଏକ ପଦକ ଇଭେଣ୍ଟ ଭାବେ ସାମିଲ କରାଯାଇଥିଲେ ମଧ୍ୟ ଭାରତରୁ କୌଣସି ପ୍ରତିଯୋଗୀ ଯୋଗ୍ୟତା ହାସଲ କରିପାରି ନ ଥିଲେ। ଅନୁପମାଙ୍କୁ ରାଜ୍ୟ ଜୁ ଜିତ୍‌ସୁ ସଂଘ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri