ପୁରୀ ଅଫିସ,୨୦।୬(ଅଜିତ୍ ମହାନ୍ତି): ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତେବେ ରଥଟଣା ଆରମ୍ଭ ହୋଇଥିବା ବେଳେ ଠେଲାପେଲା ହୋଇଛି। ମିରିଚିକୋଟ ଛକରେ ଠେଲାପେଲା ହୋଇ ଏକାଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଳଧ୍ୱଜ ରଥ ଟଣା ହେଲାବେଳେ ଏହି ଅଘଟଣ ହୋଇଛି।
ପୁରୀ ଅଫିସ,୨୦।୬(ଅଜିତ୍ ମହାନ୍ତି): ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତେବେ ରଥଟଣା ଆରମ୍ଭ ହୋଇଥିବା ବେଳେ ଠେଲାପେଲା ହୋଇଛି। ମିରିଚିକୋଟ ଛକରେ ଠେଲାପେଲା ହୋଇ ଏକାଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଳଧ୍ୱଜ ରଥ ଟଣା ହେଲାବେଳେ ଏହି ଅଘଟଣ ହୋଇଛି।
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
ଅବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...
ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
