ପ୍ୟାରିସ,୨୪ା୬(ଏପି): ପ୍ୟାରିସ ଅଲିମ୍ପିକ୍ସର ଆୟୋଜକ ଗଣ ଶୁକ୍ରବାର ମଶାଲ ରିଲେର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି। କଲ୍ଡ୍ରନ୍ରେ ଅଗ୍ନି ସଂଯୋଗ ପୂର୍ବରୁ ଅଲିମ୍ପିକ ମଶାଲ ୬୮ରୁ ଅଧିକ ଦିନ ବିଶ୍ୱର ୪୦୦ଟି ସହର ପରିକ୍ରମା କରିବ। ଆୟୋଜକ କମିଟି ସଭାପତି ଟୋନି ଇଷ୍ଟାନ୍ଗ୍ବେଟ୍ କହିଛନ୍ତି, ପରମ୍ପରା ଅନୁସାରେ ଆସନ୍ତା ବର୍ଷ ଏପ୍ରିଲ ୧୬ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗ୍ରୀସ୍ର ପୁରାତନ ଅଲିମ୍ପିଆରେ ସୂର୍ଯ୍ୟଙ୍କ କିରଣରୁ ମଶାଲରେ ଅଗ୍ନି ସଂଯୋଗ କରାଯିବ। ଏଥେନ୍ସକୁ ହସ୍ତାନ୍ତର ପୂର୍ବରୁ ଏହା ଦେଶ ସାରା ପରିକ୍ରମା କରିବ। ଏପ୍ରିଲ ୨୭ରେ ମଶାଲ ଏଥେନ୍ସ ପ୍ରସ୍ଥାନ କରି ବେଲେମ ନାମକ ଏଜ ଜାହାଜରେ ୨,୬୦୦ ବର୍ଷର ପୁରାତନ ଗ୍ରୀକ୍ ଉପନିବେଶ ଫ୍ରେଞ୍ଚ ବନ୍ଦର ମର୍ସିଲି ଅଭିମୁଖେ ଯାତ୍ରା କରିବ। ବେଲେମ ପ୍ରଥମେ ୧୮୯୬ରେ ବ୍ୟବହାର କରାଯାଇଥିଲା। ସେହିବର୍ଷ ଆଧୁନିକ ଅଲିମ୍ପିକ ପ୍ରତ୍ୟାବର୍ତ୍ତନ କରିଥିଲା। ଜାହାଜଟି ମର୍ସିଲିରେ ମେ’ ୮ ତାରିଖରେ ପହଞ୍ଚତ୍ବ।
ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି
ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...
ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ
ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...
ସ୍କୁଲ୍ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍ ଭଡ଼ା
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...
ମାତ୍ର ୫୬ ବଲରେ କମାଲ୍ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍ ପୂର୍ବରୁ…
ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...
୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!
୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...
ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ
ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...
ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ
ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...
ଓମ୍ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା
ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...
Archives


