ହରାରେ, ୨୭ା୬: ସ୍ଥାନୀୟ ଟାକାସିଙ୍ଗା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ୍ କ୍ୱାଲିଫାୟରର ଏକ ମ୍ୟାଚରେ ନେଦରଲାଣ୍ଡ୍ସ ସୁପର ଓଭରରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଟସ୍ ହାରି ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ନିକୋଲାସ ପୁରନଙ୍କ ଅପରାଜିତ ଶତକ ସହାୟତାରେ ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ ହରାଇ ୩୭୪ ରନ କରିଥିଲା। ପୁରନ ୧୦୪ (୫୬ବଲ୍) ରନ କରିଥିବା ବେଳେ ବ୍ରାଣ୍ଡନ କିଙ୍ଗ୍ ୭୬ ଓ ଜନସନ ଚାଲର୍ସ ୫୪ ରନ କରିଥିଲେ। ଜବାବରେ ନେଦରଲାଣ୍ଡ୍ସ ଟେଜା ନିଡାମାନୁରୁ (୧୧୧)ଙ୍କ ଶତକ ସହାୟତାରେ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ବିନିମୟରେ ସମାନ ୩୭୪ ରନ କରିଥିଲା। ମ୍ୟାଚ ଟାଇ ରହିବାରୁ ସୁପର ଓଭରର ସହାୟତା ନିଆଯାଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ନେଦରଲାଣ୍ଡ୍ସ ଅଲରାଉଣ୍ଡର ଲୋଗାନ ଭାନ୍ ବିକ୍ଙ୍କ ଚମତ୍କାର ପ୍ରଦର୍ଶନ ବଳରେ ବିନା କୌଣସି ଉଇକେଟ ହରାଇ ୩୦ରନ କରିଥିଲା। ଏହି ସମସ୍ତ ରନ ଭାନ୍ ବିକ୍ ସ୍କୋର କରିଥିଲେ। ଜବାବରେ ଓ୍ବେଷ୍ଟଇଣ୍ଡିଜ ୨ ଉଇକେଟ ହରାଇ ୮ ରନ କରିପାରିଥିଲା।
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...
‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…
ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...
ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...
ଘରେଥିଲେ ବୃଦ୍ଧ ହଠାତ୍ ଲାଗିଗଲା ନିଆଁ: ଶେଷରେ…
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...
BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ
ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...
ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…
ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...
ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...
Archives


