ଆମେରିକାରେ ତାତି ସଙ୍କଟ: ୫୫ ନିୟୁତରୁ ଅଧିକ ଲୋକ ପ୍ରଭାବିତ…

ଓ୍ବାଶିଂଟନ,୨୮।୬ : ଦକ୍ଷିଣ ଆମେରିକାର ଅଧିକାଂଶ ଅଞ୍ଚଳରେ ତାତି ସଙ୍କଟ ସୃଷ୍ଟି ହୋଇଛି। ଅସହ୍ୟ ଗରମ ଯୋଗୁଁ ଲୋକମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଦେଶର ୫୫ ମିଲିୟନରୁ ଅଧିକ ଲୋକ ଏହା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଲୋକମାନଙ୍କ ପାଇଁ ବର୍ତ୍ତମାନ ଏକ ହର୍ଟ ଆଲର୍ଟ ଜାରି କରାଯାଇଛି।

ଗତ ଏକ ସପ୍ତାହ ମଧ୍ୟରେ ତାତି ଲହର ଟେକ୍ସାସ, ଓକାଲୋହୋମା, ନ୍ୟୁ ମେକ୍ସିକୋ ଏବଂ ଅନ୍ୟ ଦକ୍ଷିଣ ଭାଗରେ ସଙ୍କଟ ସୃଷ୍ଟି ଛି ବୋଲି ସିହ୍ନୁଆ ନ୍ୟୁଜ ଏଜେନ୍ସି କହିଛି। ଆମେରିକାର ଜାତୀୟ ପାଣିପାଗ ସେବା ଅନୁଯାୟୀ ଅତ୍ୟଧିକ ଉତ୍ତାପ ଯୋଗୁଁ ଲୋକଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ଦେଖାଦେଇଛି।

ପଶ୍ଚିମ ଟେକ୍ସାସର ସାନ ଆଞ୍ଜେଲୋରେ ଜୁନ ମାସରେ ତାପମାତ୍ରା ଦୁଇଥର ୧୧୪ ଡିଗ୍ରୀ ଫାରେନହାଇଟ ରେକର୍ଡ କରିଥିଲା, ଯାହା ସର୍ବାଧିକ ରେକର୍ଡ ହୋଇଛି। ସୀମାନ୍ତ ସହର ଡେଲ ରିଓ ପ୍ରଥମ ଥର ପାଇଁ ଏହା ୧୧୫ ଡିଗ୍ରୀ ଫାରେନହାଇଟରେ ପହଞ୍ଚିଛି ।

ମିଡଲ୍ୟାଣ୍ଡର ପାଣିପାଗ ବିଶେଷଜ୍ଞଙ୍କ ଅନୁଯାୟୀ ଦକ୍ଷିଣ-ପଶ୍ଚିମ ଟେକ୍ସାସର ବିଗ ବେଣ୍ଡ ଅଞ୍ଚଳରେ ଶୁକ୍ରବାର ତାପମାତ୍ରା ୧୧୯ ଡିଗ୍ରୀ ଫାରେନହାଇଟ ଛୁଇଁବା ସହିତ ରାଜ୍ୟର ସର୍ବକାଳୀନ ସର୍ବୋଚ୍ଚ ତାପମାତ୍ରା ଫାରେନହାଇଟ ୧୨୦ ଡିଗ୍ରୀ ମଧ୍ୟରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri