ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ କିଛି ବି ଜାଣିନି। ମୋ ପୁଅକୁ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିଭାସ ଦାସ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ ଅସାଧୁ ଉପାୟରେ ଅର୍ଥ ଉପାର୍ଜନ ପାଇଁ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତଳେ ପଡ଼ିଯାଇଥିଲେ। କର୍ମଚାରୀମାନେ…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ ପାୱାର କଟ ପାଇଁ ଘୋଷଣା ହୋଇଥିଲା।…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା ବୈଭବ ସୂର୍ଯ୍ୟବଂଶୀ ଏବେ ବେଶ୍‌ ଚର୍ଚ୍ଚାରେ।…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ ଥାନା ଅଞ୍ଚଳରୁ ଶୁକ୍ରବାର ରାତିରୁ ଶେଖ ଇମ୍ରାନ ନାମକ ଜଣେ ଯୁବକଙ୍କୁ ଉଠାଇ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ କରିବା ପାଇଁ ସ୍ବତନ୍ତ୍ର ଅନୁମତି ପ୍ରଦାନ କରିଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର ଇସଲାମାବାଦରେ ପହଞ୍ଚିଛନ୍ତି। ସେ ଆଜି ଅର୍ଥାତ୍‌ ଇରାନ ସହିତ ଆଲୋଚନାରେ କରୁଛନ୍ତି। ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ମହାନଦୀ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ ଯୁଦ୍ଧ ବିମାନ ଏବଂ ଡ୍ରୋନର ରାଡାର କ୍ରସ ସେକ୍ସନ (RCS) ବହୁତ କମ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି। ସକାଳ ୫ଟା ୩୭ରେ କାଲିଫର୍ନିଆର ସାନ ଡିଏଗୋ ଉପକୂଳରେ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ ଦଳଗୁଡିକ ଦୃଢ଼ ନିନ୍ଦା କରିଛନ୍ତି। ଶୁକ୍ରବାର ୪ଟି ବାମପନ୍ଥୀ ଦଳର ମିଳିତ ଟିମ୍‌…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ‘ଅଟଳ ବସ୍‌ଷ୍ଟାଣ୍ଡ’…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ ହେବାକୁ ଥିବା ଶାନ୍ତି ଆଲୋଚନା ଯଦି ବିଫଳ ହୁଏ, ତେବେ ଆମେରିକା ଇରାନ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି। ପ୍ରାୟ ୩୩ ଜଣ ଭକ୍ତ ଏଥିରେ ଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri