Posted inଜାତୀୟ

ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ଗୁଳି

ସାହରନପୁର(ଉତ୍ତରପ୍ରଦେଶ), ୨୮ା୬: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ କାର୍‌ ଉପରକୁ ବୁଧବାର କେତେଜଣ ଆକ୍ରମଣକାରୀ ଗୁଳି ଚଳାଇଥିଲେ। ଏଥିରେ ଆଜାଦ ଆହତ ହୋଇଥିବା ପୋଲିସ କହିଛି। ଗୁଳି ଆଜାଦଙ୍କ ପେଟରେ ବାଜିଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଆକ୍ରମଣକାରୀଙ୍କୁ ଧରିବା ନେଇ ତନାଘନା ଚଳାଇଛି।

ସୂଚନା ମୁତାବକ, ଆଜାଦ ତାଙ୍କର ଜଣେ ସମର୍ଥକଙ୍କ ଦଶାହରେ ଯୋଗଦେବା ପାଇଁ ସାହରନପୁର ଜିଲାର ଦେଓବନ୍ଦ ଯାଉଥିବା ବେଳେ ତାଙ୍କ ଏସ୍‌ୟୁଭି କାର୍‌ ଉପରକୁ ଗୁଳିମାଡ଼ ହୋଇଥିଲା। ଆକ୍ରମଣକାରୀ ଏକ କାର୍‌ରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri