Posted inଖେଳ

ବିଶ୍ୱକପ ଖେଳିବା ପାଇଁ ସରକାରଙ୍କଠାରୁ ଅନୁମତି ପାଇନାହିଁ ପାକିସ୍ତାନ ଟିମ

ନୂଆଦିଲ୍ଲୀ,୧।୭: ଦିନିକିଆ ବିଶ୍ୱକପ ୨୦୨୩ ଭାରତର ଆୟୋଜନରେ ଖେଳାଯିବ। ଏହି ମେଗା ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଅକ୍ଟୋବର ୫ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏଥି ସହ ପାକିସ୍ତାନ କ୍ରିକେଟ ଦଳ ବିଶ୍ୱକପରେ ଭାରତ ଆସିବା ପାଇଁ ସେମାନଙ୍କ ସରକାର ଏ ପର୍ଯ୍ୟନ୍ତ କିଛି ଉତ୍ତର ଆସିନାହିଁ। ଏହି ସମୟରେ ପାକିସ୍ତାନ କ୍ରିକେଟ ବୋର୍ଡ ବିଶ୍ୱକପ ସ୍ଥାନ ଯାଞ୍ଚ ପାଇଁ ଏକ ସୁରକ୍ଷା ଦଳ ପଠାଇପାରେ।

ଜଣେ ପିସିବି ମୁଖପାତ୍ର କ୍ରିକେଟ ପାକିସ୍ତାନ ଅନୁଯାୟୀ କହିଛନ୍ତି, ମ୍ୟାଚ ସ୍ଥାନ ସହିତ ବୋର୍ଡର କିଛି ବି ଭାରତ ଗସ୍ତ ପାଇଁ ପାକିସ୍ତାନ ସରକାରଙ୍କ ଆବଶ୍ୟକ ରହିଛି। ମାର୍ଗଦର୍ଶନ ପାଇଁ ଆମେ ଆମ ସରକାରଙ୍କ ସହ ଯୋଗାଯୋଗରେ ଅଛୁ ଏବଂ ସେମାନଙ୍କଠାରୁ ଶୁଣିବା ମାତ୍ରେ ଇଭେଣ୍ଟ ଅଥରିଟି ଅପଡେଟ କରିବୁ ବୋଲି ସେ କହିଛନ୍ତି। ପାକିସ୍ତାନ ଦଳ ମୋଟ ୫ଟି ସ୍ଥାନରେ ଖେଳିବ, ଯେଉଁଥିରେ ଅହମ୍ମଦାବାଦ, ଚେନ୍ନାଇ, ବାଙ୍ଗାଲୋର, କୋଲକାତା ଏବଂ ହାଇଦ୍ରାବାଦ ସାମିଲ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri