Posted inଜାତୀୟ

ବଢିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ଦର

ନୂଆଦିଲ୍ଲୀ,୪।୭: ଦିଲ୍ଲୀରେ ଏଲପିଜି ଗ୍ୟାସ ସିଲିଣ୍ଡରର ଦର ବୃଦ୍ଧି ପାଇଛି। ତୈଳ କମ୍ପାନୀଗୁଡିକ ଗୋଟିଏ ସିଲିଣ୍ଡରର ମୂଲ୍ୟ ୭ ଟଙ୍କା ବୃଦ୍ଧି କରିଛନ୍ତି। ତେବେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହାର ମୂଲ୍ୟ ଦୀର୍ଘ ସମୟ ଧରି ସ୍ଥିର ରହିଛି । ବର୍ତ୍ତମାନ ଦିଲ୍ଲୀରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଅର୍ଥାତ୍‌ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟ ୧,୭୭୩ ରୁ ୧,୭୮୦ ଟଙ୍କାକୁ ବୃଦ୍ଧି ପାଇଛି।

କମର୍ସିଆଲ ଗ୍ୟାସ ସିଲିଣ୍ଡରରେ ବୃଦ୍ଧି ଜୁଲାଇ ୧ ତାରିଖରୁ କାର୍ଯ୍ୟକାରୀ ହେବ। ଏହାପୂର୍ବରୁ ଜୁନରେ କମର୍ସିଆଲ ଗ୍ୟାସର ମୂଲ୍ୟ ବୃଦ୍ଧି କରାଯାଇଥିଲା, କିନ୍ତୁ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନଥିଲା। ବର୍ତ୍ତମାନ ମୁମ୍ବାଇରେ କମର୍ସିଆଲ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୭୩୩.୫୦ ଟଙ୍କା, ଯାହା ଜୁନ ମାସରେ ୧୭୨୫ ଟଙ୍କା ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘୪୦୦ ପାର୍‌’ ହେବା ଅସମ୍ଭବ ନୁହେଁ, ସହଜ ବି ନୁହେଁ: ନିର୍ବାଚନ ଇତିହାସରେ ଥରେ ମାତ୍ର ହୋଇଛି ‘୪୦୦ ପାର୍‌’

ନୂଆଦିଲ୍ଲୀ,୩।୬: ଆଉ ମାତ୍ର କେଇ ଘଣ୍ଟା ପରେ ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ବାହାରିବ। ଏଥର ଭାଜପା ନିର୍ବାଚନ ପୂର୍ବରୁ ଯେଉଁ ‘୪୦୦ ପାର୍‌’ ନାରା...

ଅମୁଲ କ୍ଷୀର ପରେ ବଢିଲା ମଦର ଡେରି ଦାମ୍‌, ଏତେ କରିବାକୁ ପଡ଼ିବ ଖର୍ଚ୍ଚ

ନୂଆଦିଲ୍ଲୀ,୩।୬: ଗୋଟିଏ ଦିନ ପୂର୍ବରୁ ଅମୁଲ କ୍ଷୀରର ମୂଲ୍ୟ ବଢିଥିବାବେଳେ ସୋମବାର ମଦର ଡେରିର ଦାମ୍‌ ମଧ୍ୟ ବଢିଛି। ଶନିବାର ଦେଶରେ ଲୋକ ସଭା ନିର୍ବାଚନ...

୭୦ ଲକ୍ଷ ଭାରତୀୟ ୟୁଜରଙ୍କୁ ବ୍ୟାନ୍ କଲା ହ୍ବାଟ୍ସଆପ୍‌, ନିୟମ ଉଲ୍ଲଂଘନ କଲେ ସଂଖ୍ୟା ବଢିପାରେ

ନୂଆଦିଲ୍ଲୀ,୩ା୬: ନିୟମ ଉଲଂଘନ କାରଣରୁ ପ୍ରତିମାସ ହ୍ବାଟ୍ସଆପ୍‌ ଲକ୍ଷ ଲକ୍ଷ ଭାରତୀୟ ୟୁଜରଙ୍କୁ ବ୍ୟାନ୍ କରୁଛି। ଏହାର ସଦ୍ୟତମ ଭାରତ ମାସିକ ରିପୋର୍ଟରେ, ମେଟା ପ୍ରକାଶ...

୭୦ ଫୁଟ୍‌ ଗଭୀର କୂଅରେ ଖସି ପଡ଼ିଲା ନାବଳକ, ତାପରେ…

ଜୟପୁର, ୩।୬: ରାଜସ୍ଥାନର ଏକ କୂଅରେ ଖସିପଡ଼ିଥିବା ଜଣେ ନାବାଳକକୁ ଉଦ୍ଧାର କରିବା ପାଇଁ ୫୦ ଘଣ୍ଟାଧରି ଅପରେସନ୍‌ ଜାରି ରହିଛି। କିନ୍ତୁ ଏପର୍ଯ୍ୟନ୍ତ ନାବାଳକକୁ...

ହିମାଚଳର ୩ ସ୍ବାଧୀନ ବିଧାୟକଙ୍କ ଇସ୍ତଫା ମଞ୍ଜୁର, ୩ ଆସନରେ ହେବ ନିର୍ବାଚନ

ଶିମଲା,୩।୬: ହିମାଚଳ ପ୍ରଦେଶରେ ପୁଣି ଏକ ବଡ଼ ରାଜନନୈତିକ ଉତ୍ତେଜନା ଦେଖାଦେଇଛି। ବିଧାନସଭା ବାଚସ୍ପତି ୩ ସ୍ବାଧୀନ ବିଧାୟକଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ମାର୍ଚ୍ଚ ୨୪ରେ,...

‘ଲାପତା ଜେଣ୍ଟଲମ୍ୟାନ’ର ଉତ୍ତର ରଖିଲେ ରାଜୀବ କୁମାର

ନୂଆଦିଲ୍ଲୀ,୩।୬: ଲୋକ ସଭା ନିର୍ବାଚନ ଫଳାଫଳ ପୂର୍ବରୁ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏହି ସମୟରେ ସେ କହିଥିଲେ...

ମତଦାନରେ ଭାରତର ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩ା୬: ଭାରତୀୟ ନିର୍ବାଚନ କମିଶନଙ୍କ ପ୍ରେସ୍‌ମିଟ୍‌ ସୋମବାର ଆରମ୍ଭ ହୋଇଛି। ଏହି ପ୍ରେସ୍‌ମିଟ୍‌ରେ ନିର୍ବାଚନ କମିଶନ ରାଜୀବ କୁମାର କହିଛନ୍ତି, ମତଦାନରେ ଭାରତ ବିଶ୍ୱ ରେକର୍ଡ...

କିଏ ଖୋଲେ ଷ୍ଟ୍ରଙ୍ଗ ରୁମର ତାଲା? କେମିତି ହୁଏ କାଉଣ୍ଟିଙ୍ଗ, କିଏ କିଏ ଯାଆନ୍ତି ଭିତରକୁ ଜାଣନ୍ତୁ…

ନୂଆଦିଲ୍ଲୀ,୩।୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳକୁ ମାତ୍ର କିଛି ଘଣ୍ଟା ବାକି ଅଛି। ଜୁନ ୪ରେ ଭୋଟ ଗଣିବା ସହିତ କାହାର ସରକାର ଗଠନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri