ନାଟୋ ଶିଖର ସମ୍ମିଳନୀ ପୂର୍ବରୁ ବିଟ୍ରେନରେ ବାଇଡେନ-ସୁନକଙ୍କ ଆଲୋଚନା

ଲଣ୍ଡନ,୧୦।୭: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ହୋଇଥିବା ସାକ୍ଷାତରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ଏବଂ ବ୍ୟାପକ ଭୂ-ରାଜନୀତିକୁ ନେଇ ଆଲୋଚନା ହୋଇଥିଲା। ଲିଥୁଆରେ ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ଶିଖର ସମ୍ମିଳନୀ ପୂର୍ବରୁ ବାଇଡେନ ବ୍ରିଟେନରେ ପହଞ୍ଚିଛନ୍ତି। ରୁଷିଆ-ୟୁକ୍ରେନ ବିବାଦ ତଥା ପାଶ୍ଚାତ୍ୟର ସମର୍ଥନ ନାଟୋ ଶିଖର ସମ୍ମିଳନୀରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।

ଏହା ପରେ ବାଇଡେନଙ୍କୁ ୱିଣ୍ଡସର ଦୁର୍ଗରେ କିଙ୍ଗ ଚାଲର୍‌ସ ତୃତୀୟ ମଧ୍ୟ ସ୍ବାଗତ କରିଛନ୍ତି। ସେ ସୁନକଙ୍କ ସହ ଆଲୋଚନା ପୂର୍ବରୁ ବ୍ରିଟେନ-ଆମେରିକା ସମ୍ପର୍କକୁ ଏକ ପଥର ପରି ଶକ୍ତିଶାଳୀ ବୋଲି ବର୍ଣ୍ଣନା କରିଛନ୍ତି। ଡାଉନିଂ ଷ୍ଟ୍ରିଟ ମୁଖପାତ୍ର ସେମାନଙ୍କ ଆଲୋଚନା ବିଷୟରେ କହିଛନ୍ତି ଯେ, ଏହି ସପ୍ତାହରେ ନାଟୋ ଶିଖର ସମ୍ମିଳନୀ ପୂର୍ବରୁ ପ୍ରଧାନମନ୍ତ୍ରୀ ସୁନକ ଏବଂ ରାଷ୍ଟ୍ରପତି ବାଇଡେନ ଆମର ମିଳିତତାକୁ ମଜବୁତ କରିବା ଏବଂ ୟୁକ୍ରେନ ପାଇଁ ଆମର ସମର୍ଥନ ବଜାୟ ରଖିବା ଉପରେ ସହମତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri