ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆନୁଷ୍ଠାନିକ ଭାବେ ଉକ୍ତ ବୁଡ଼ାଜାହାଜକୁ କମିଶନ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼ କୁଢ଼ ମଇଳା, ଆବର୍ଜନା ପଡ଼ି ରହିଛି।…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା ରାଇବଣିଆର ସୌମ୍ୟରଞ୍ଜନ ପାତ୍ର। ସୂଚନା ଅନୁଯାୟୀ,…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଏଭଳି ସ୍ଥିତିରେ ଲୋକେ ମୁଣ୍ଡରେ ଗାମୁଛା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସଦର ଥାନାରେ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ ଦେଶ ଭିତରେ ଏକ ଆମେରିକୀୟ ଲଢ଼ୁଆ…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି କୁନି…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର କଳାହାଣ୍ଡି,…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ରେ ୭ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର ପରେ ଦୁଇଟି ଝଟକା ଲୋକଙ୍କୁ ସ୍ତବ୍ଧ କରିଦେଇଥିଲା। ଦିଲ୍ଲୀ ଏବଂ ନୋଏଡାରେ କାର୍ଯ୍ୟାଳୟରେ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଗତ ପାଞ୍ଚ ସପ୍ତାହ ଧରି ବାରମ୍ବାର ଆକ୍ରମଣ ସତ୍ତ୍ୱେ ଇରାନର ସାମରିକ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ ଖୋଲାଖୋଲି ଭାବରେ ନିଜ ମତ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି। ଏହି କାର୍ଯ୍ୟକୁ ଏକ ସର୍ଜିକାଲ ଷ୍ଟ୍ରାଇକ ଭାବରେ ଦେଖାଯାଉଛି। ଆକ୍ରମଣ ସମୟରେ ଆଫଗାନ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ ସକାଳୁଆ ପାଠପଢ଼ା ଆରମ୍ଭ ହେବ। ବଢୁଥିବା ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୱାସ୍ଥ୍ୟ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ ହର୍ମୁଜ୍ ପ୍ରଣାଳୀ ବିଷୟରେ ଚିନ୍ତିତ ହେବା ଆବଶ୍ୟକ ନାହିଁ । କହିରଖୁଛୁ କି,…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ ବିଚାର କରି ସେମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ନିୟୋଜିତ କରିବାକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri