Odisha Elections 2024

ବଳାତ୍କାର ଅଭିଯୋଗରେ ବନ୍ଧା ହେଲେ ଶିକ୍ଷକ

କୋକସରା,୧୩।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବଳାତ୍କାର ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଞ୍ଚଳର ଏକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଡାକ୍ତରୀ ମାଇନା ପରେ ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି। ଗିରଫ ଶିକ୍ଷକ ଜଣକ ହେଲେ ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳର ସତ୍ୟାନନ୍ଦ ନାହକ(୨୫)।

ଜନୈକା ମହିଳା ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ମଙ୍ଗଳବାର ଆମପାଣି ଥାନାରେ ଏକ ବଳାତ୍କାର ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଆମପାଣି ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଥିଲେ। ଏନେଇ ଆମପାଣି ଥାନାରେ ଏକ ମାମଲା (ନଂ ୬୪/୨୩) ରୁଜୁ ହୋଇଛି। ଅନ୍ୟପକ୍ଷେ ଘଟଣାର ଅଧିକ ତଦନ୍ତ ଚାଲିଥିବା ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

କାମାକ୍ଷାନଗର,୨୯।୫: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଗ୍ରାମ ନିକଟରେ ବୁଧବାର ସାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି।...

UG ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୨୯।୫: ୨୦୨୪-୨୫ ଶିକ୍ଷାବର୍ଷରେ ସ୍ନାତକରେ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ କରିବାକୁ ଚାହୁଁଥିବା ଆଶାୟୀ ଛାତ୍ରୀଛାତ୍ରମାନେ ଜୁନ୍ ୩ ଅପରାହ୍ନ ୪ଟାରୁ...

କାଣିମହୁଲି, ଚିତ୍ରଡ଼ାରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଶକ୍ତି ପ୍ରଦର୍ଶନ

ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା ଦଳ ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ...

ପ୍ରେସ୍‌ମିଟ୍‌ କରି କଡ଼ା ଭାଷାରେ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ, ଯଦି ମୋର ଶୁଭଚିନ୍ତକ ତେବେ…

ଭୁବନେଶ୍ୱର,୨୯।୫: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟର କଡ଼ା ଭାଷାରେ ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ସନ୍ଧ୍ୟାରେ ଏକ ପ୍ରେସ୍‌ମିଟ୍‌ କରି ସେ କହିଛନ୍ତି ଯେ,...

ବିଭିନ୍ନ ଲୋକାଭିମୁଖୀ ଯୋଜନା ନେଇ ବିଜେଡିର ଜୋର୍‌ଦାର ପ୍ରଚାର

ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ବୁଧବାର ବିଜେଡି ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ମୋରଡ଼ା ବ୍ଲକ...

ମୋଦି କଲେ ଭବିଷ୍ୟବାଣୀ, ଏହିଦିନ ବିଜେଡିରେ ହେବ କମ୍ପନ

କେନ୍ଦ୍ରାପଡ଼ା, ୨୯।୫: କେନ୍ଦ୍ରାପଡ଼ା ସଭାରେ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବୁଧବାର ବାରିପଦା, ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର ସାରି ମୋଦି କେନ୍ଦ୍ରାପଡାରେ ପହଞ୍ଚିଛନ୍ତି।...

ଓଡ଼ିଶା ମାଟିର ଝିଅ କିମ୍ବା ପୁଅ ହେବେ ଭାଜପା ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ମୋଦି

କେନ୍ଦ୍ରାପଡ଼ା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କେନ୍ଦ୍ରାପଡ଼ାରେ ଆୟୋଜିତ ଏକ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏହି ସମାବେଶକୁ ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଗାମୀ...

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୯ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରଚଣ୍ଡ ଖରା ହେବା ସହ ଆର୍ଦ୍ରତା ବୃଦ୍ଧି ଯୋଗୁ ଅସହ୍ୟ ଗରମ ଗୁଳୁଗୁଳି ବୃଦ୍ଧି ପାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri