ସଠିକ୍‌ ବରପାତ୍ର ଖୋଜିଦେଲେ ଯୁବତୀ ଦେବେ ୪ ଲକ୍ଷ

ଓ୍ବାଶିଂଟନ,୧୪ା୭: ଆମେରିକାର ଲସ୍‌ଏଞ୍ଜଲସ୍‌ରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଜଣେ ଯୁବତୀ ଏକୁଟିଆ ରହିବା ଦ୍ୱାରା ଅସୁବିଧାରେ ପଡ଼ିଛନ୍ତି। ସେ କହିଛନ୍ତି, ଯିଏ ତାଙ୍କ ପାଇଁ ପରଫେକ୍ଟ ବରପାତ୍ର ଖୋଜିଦେବେ ସେ ତାଙ୍କୁ ୫୦୦୦ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୪,୧୦,୪୬୨ ଟଙ୍କା ରେଫରାଲ ବୋନସ ଦେବେ।

ସ୍ଥାନୀୟ ଖବର ଅନୁଯାୟୀ, ଲସ୍‌ଏଞ୍ଜେଲ୍‌ସର ୩୫ ବର୍ଷୀୟା କର୍ପୋରେଟ ମୋକଦ୍ଦମା ଓକିଲ ଇଭ୍‌ ଟିଲି-କୁଲସନ୍‌ ସୋସିଆଲ ମିଡିଆରେ ଏକ ଭିଡିଓ ଅପଲୋଡ କରି ତାଙ୍କ ଭାବି ସ୍ବାମୀଙ୍କୁ ଖୋଜିବାରେ ସାହାଯ୍ୟ କରିବାକୁ ଅନୁରୋଧ କରିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ୧୦ ଲକ୍ଷରୁ ଅଧିକ ଫଲୋର୍ସ ରହିଛନ୍ତି।

ଡେଟିଂରେ ଇଭ୍‌ ବିଫଳ ହେବା ପରେ ଏମିତି ଘୋଷଣା କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ବରପାତ୍ର ଡେଙ୍ଗା ହେବା ଦରକାର। ଯାହାଙ୍କ ବୟସ ୨୭ରୁ ୪୭ ବର୍ଷରେ ହୋଇଥିବା ଆବଶ୍ୟକ। ଉଚ୍ଚତା ୫ ଫୁଟ ୧୧ ଫୁଟ ହେବା ଜରୁରୀ। ସେ କହିଛନ୍ତି, ମୁଁ ଡେଙ୍ଗା। ତେଣୁ ମୋ’ ପାଇଁ ଡେଙ୍ଗା ବରପାତ୍ର ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri