କାଉନ୍ସିଲ ବ୍ଲଫ୍ସ (ୟୁଏସ୍), ୧୫ା୭ (ପି.ଟି.): ଭାରତର ଷ୍ଟାର ବ୍ୟାଡ୍ମିଣ୍ଟନ ଖେଳାଳି ପି. ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍ ସିଧାସଳଖ ଗେମ୍ରେ ବିଜୟ ହାସଲ କରି ଏଠାରେ ଚାଲିଥିବା ୟୁଏସ୍ ଓପନ ସୁପର ୩୦୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ଯଥାକ୍ରମେ ମହିଳା ଓ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ତୃତୀୟ ସିଡ୍ ଅଲିମ୍ପିକ ଡବଲ୍ସ ପଦକ ବିଜେତା ସିନ୍ଧୁ କୋରିଆର ସଙ୍ଗ୍ ଶୁଓ ୟୁନ୍ଙ୍କୁ ୨୧-୧୪, ୨୧-୧୨ରେ ହରାଇ ଦେଇଛନ୍ତି। ଗତ ସପ୍ତାହରେ ସାନି କାନାଡା ଓପନ ସୁପର ୫୦୦ ଟାଇଟଲ ଜିତିଥିବା ସେନ୍ ୨୧-୮, ୨୩-୨୧ରେ ଚେକ୍ ରିପବ୍ଲିକର ଜାନ୍ ଲୋଡାଙ୍କୁ ମାତ୍ର ୩୯ ମିନିଟ୍ରେ ପରାସ୍ତ କରିଛନ୍ତି। ସିନ୍ଧୁ ବର୍ତ୍ତମାନ ଚାଇନାର ଗାଓ ଫାଙ୍ଗ୍ ଜିଙ୍କୁ ଭେଟିବେ। ପୁରୁଷ ସିଙ୍ଗଲ୍ସରେ ଏକ ଅଲ୍ ଇଣ୍ଡିଆନ ମୁକାବିଲାରେ ତୃତୀୟ ସିଡ୍ ସେନ୍ ଉଦୀୟମାନ ଚେନ୍ନାଇର ୧୯ବର୍ଷୀୟ ଏସ୍. ଶଙ୍କର ମୁଥୁସ୍ବାମୀଙ୍କୁ ଭେଟିବେ। ମୁଥୁସ୍ବାମୀ ହେଉଛନ୍ତି, ୨୦୨୨ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍ ରୌପ୍ୟ ବିଜେତା। ସେ ଇସ୍ରାଏଲ୍ର ମିଶା ଜିଲ୍ବରମାନ୍ଙ୍କ ବିପକ୍ଷରେ ୨୧-୧୮, ୨୧-୨୩, ୨୧-୧୩ରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛନ୍ତି।
ପାକ୍ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…
ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...
ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍ ଅଜବ…
ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍...
ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…
ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...
ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…
ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...
ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…
ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
Archives


