Posted inଜାତୀୟ

ସୀମା ପାର୍‌ କରି ଭାରତରେ ପ୍ରବେଶ କଲେ ପାକିସ୍ତାନ ନାଗରିକ

ଚଣ୍ଡଗଡ,୧୫।୭: ସୀମା ସୁରକ୍ଷା ବଳ (ବିଏସଏଫ୍‌) ପଞ୍ଜାବର ଅମୃତସର ନିକଟ ଅନ୍ତର୍ଜାତୀୟ ସୀମା ନିକଟରେ ଜଣେ ପାକିସ୍ତାନୀ ନାଗରିକଙ୍କୁ ଧରିଛି। ପାକିସ୍ତାନୀ ନାଗରିକ ଅନ୍ତର୍ଜାତୀୟ ସୀମା ପାର୍‌ କରି ଭାରତ ସୀମାକୁ ପଶି ଆସିଛନ୍ତି। ଯାଞ୍ଚ ସମୟରେ କୌଣସି ସନ୍ଦେହଜନକ ମିଳିନଥିବା ବେଳେ ତାଙ୍କୁ ପାକିସ୍ତାନ ସୁରକ୍ଷା ବାହିନୀ ହସ୍ତାନ୍ତର କରାଯାଇଛି।

ଅମୃତସର ଗ୍ରାମାଞ୍ଚଳର କାମୀରପୁରା ଗ୍ରାମ ନିକଟରେ ପାକିସ୍ତାନୀ ନାଗରିକ ଅନ୍ତର୍ଜାତୀୟ ସୀମା ପାର ହୋଇ ଭାରତ ସୀମାକୁ ପଶି ଆସିଥିଲେ। ବିଏସଏଫ୍‌ ଅଧିକାରୀମାନେ ବନ୍ଦୀ ହୋଇଥିବା ପାକିସ୍ତାନୀ ନାଗରିକଙ୍କୁ ପଚରାଉଚରା କରିଥିଲେ, ସେତେବେଳେ ସେ ଭୁଲରେ ସୀମା ପାର ହୋଇଯାଇଥିବା ଜଣାପଡିଛି। ଏହା ପରେ ତାଙ୍କୁ ପାକିସ୍ତାନୀ ରେଞ୍ଜର୍ସଙ୍କୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri