୮୦ ଟଙ୍କାରେ ଟମାଟୋ ବିକ୍ରି କରୁଛନ୍ତି ସରକାର…

ନୂଆଦିଲ୍ଲୀ,୧୬।୭ : ତୁରନ୍ତ ପ୍ରଭାବ ସହିତ କେନ୍ଦ୍ର ସରକାର ଦିଲ୍ଲୀ-ଏନସିଆରରେ ଟମାଟୋର ଦାମକୁ କିଲୋଗ୍ରାମ ପିଛା ୮୦ ଟଙ୍କାକୁ ହ୍ରାସ କରିଛନ୍ତି। ଗ୍ରାହକ ବ୍ୟାପାର ସଚିବ ରୋହିତ କୁମାର ସିଂ ରବିବାର ଏହି ସୂଚନା ଦେଇଛନ୍ତି।
ପ୍ରବଳ ମୌସୁମୀ ବର୍ଷା ଏବଂ ଯୋଗାଣରେ ଅସୁବିଧା କାରଣରୁ ଦେଶର ପ୍ରମୁଖ ସହରଗୁଡିକର ଖୁଚୁରା ବଜାରରେ ଟମାଟୋ ମୂଲ୍ୟ ୨୫୦ ଟଙ୍କା ଛୁଇଁଥିଲା। ସରକାରୀ ତଥ୍ୟ ଅନୁଯାୟୀ ଟମାଟୋର ଭାରତର ହାରାହାରି ମୂଲ୍ୟ କିଲୋଗ୍ରାମ ପିଛା ପ୍ରାୟ ୧୧୭ ଟଙ୍କା ଥିଲା।
ଖୁଚୁରା ଗ୍ରାହକଙ୍କ ସୁବିଧା ପାଇଁ କେନ୍ଦ୍ର ସରକାର ଦିଲ୍ଲୀ-ଏନସିଆର, ପାଟନା ଏବଂ ଲକ୍ଷ୍ନୌ ଭଳି କେତେକ ସହରରେ କିଲୋଗ୍ରାମ ପିଛା ୯୦ ଟଙ୍କା ଦାମରେ ଟମାଟୋ ବିକ୍ରି କରୁଥିଲେ। ଯାହା ବର୍ତ୍ତମାନ ୧୦ ଟଙ୍କା ହ୍ରାସ ପାଇ ୮୦ ଟଙ୍କା ହୋଇଛି।
ନ୍ୟାଶନାଲ କୋଅପରେଟିଭ କଞ୍ଜ୍ୟୁମର ଫେଡେରେଶନ ଅଫ ଇଣ୍ଡିଆ (ଏନସିସିଏଫ) ଏବଂ ଜାତୀୟ କୃଷି ସମବାୟ ମାର୍କେଟିଂ ଫେଡେରେଶନ ଅଫ ଇଣ୍ଡିଆ (ନାଫେଡ) କେନ୍ଦ୍ର ତରଫରୁ ମୋବାଇଲ ଭ୍ୟାନ ମାଧ୍ୟମରେ ଏହି ଟମାଟୋ ବିକ୍ରି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri